ଆଷ୍ଟ୍ରାଜେନିକା ଟିକା ନେଲେ ବୋରିସ ଜନ୍‌ସନ

ଲଣ୍ଡନ,୨୦।୩: ବ୍ରିଟିଶ୍‌ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ ଆଷ୍ଟ୍ରାଜେନିକା କୋଭିଡ-୧୯ ଟିକା ନେଇଛନ୍ତି। ପ୍ରଥମ ଡୋଜ ଟିକା ନେବାପରେ ଜନ୍‌ସନ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, କୋଭିଡ-୧୯ ଆଷ୍ଟ୍ରାଜେନିକା ଟିକା ନେବା ପରେ ସେ କୌଣସି କଷ୍ଟ ଅନୁଭବ କରିନାହାନ୍ତି। କୋଭିଡ୍‌- ୧୯ ଟିକା ନେବା ସମ୍ପୂର୍ଣ୍ଣ ନିରାପଦ। ଏନେଇ ସେ ଜନସାଧାରଣଙ୍କୁ ଟିକା ନେବାକୁ ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ଜନ୍‌ସନ କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ଅସୁସ୍ଥ ହୋଇପଡିଥିଲେ। ଡାକ୍ତରମାନଙ୍କ ଅକ୍ଳାନ୍ତ ପରିଶ୍ରମ ପରେ ସେ କରୋନାରୁ ମୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକୁ ବିପଦ ବାଣିଜ୍ୟ ଯୁଦ୍ଧ

ଓସାକା,୨୯ା୬ (ପି.ଟି./ଆଇଏଏନ୍‌ଏସ୍‌): ଜାପାନର ଓସାକାରେ ଶୁକ୍ରବାର ଜି-୨୦ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ବିଶ୍ୱ ଅର୍ଥନୀତି, ବହୁପାକ୍ଷିକ ବାଣିଜ୍ୟ ଓ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ...

ପାଣିତଳେ ବିଶ୍ୱର ପ୍ରଥମ ସେନା ମ୍ୟୁଜିୟମ: ମାଛଙ୍କ ସହ ଦେଖିବାକୁ ମିଳିବ ସେନା ଉପକରଣ

ଅମନ,୨୫।୭: ଜୋର୍ଡାନର ଅକାବାରେ ବିଶ୍ୱର ପ୍ରଥମ ସେନା ମ୍ୟୁଜିୟମ ଖୋଲାଯାଇଛି। ୧୯ଟି ମିଲିଟାରୀ ହାଡଓ୍ବୟାର ଅବଶେଷକୁ ନେଇ ଏହି ମ୍ୟୁଜିୟମ ତିଆରି କରାଯାଇଛି। ଗତ ବୁଧବାର...

ପ୍ରଥମ ଥର ପାଇଁ ମାସ୍କ୍‌ ପିନ୍ଧିଲେ ଟ୍ରମ୍ପ୍‌

ଓ୍ବାଶିଂଟନ, ୧୨।୭: ଆମେରିକାରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଜାରି ରହିଛି। ଆମେରିକାରେ କରୋନା ସଂକ୍ରମଣ ଖବର ଅପେକ୍ଷା ଏବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ...

ୟେମେନ ଜେଲକୁ ସୌଦିର ଟାର୍ଗେଟ: ବୋମାମାଡ଼ରେ ଶତାଧିକ ଯୁଦ୍ଧବନ୍ଦୀ ନିହତ

ସନା,୨ା୯(ଏଏଫ୍‌ପି): ହଉତି ବିଦ୍ରୋହୀଙ୍କ ଦଖଲରେ ଥିବା ୟେମେନର ଧମାରସ୍ଥିତ ଏକ ଜେଲକୁ ସୌଦି ନେତୃତ୍ୱାଧୀନ ସେନା ରବିବାର ଟାର୍ଗେଟ କରିଛି। ଆକାଶମାର୍ଗରୁ ବୋମାମାଡ଼ କରାଯିବା ଫଳରେ...

ଗ୍ରହାଣୁରୁ ମୃତ୍ତିକା ଆଣୁଛି ଜାପାନ

ଟୋକିଓ, ୬।୧୨: ଜାପାନର ହାୟାବୁସା୨ ମହାକାଶ ଯାନ ଏକ କ୍ୟାପସୁଲ୍‌କୁ ସଫଳତାର ସହ ଅଲଗା କରି ପୃଥିବୀ ଅଭିମୁଖେ ପଠାଇଛି। ଏଥିରେ ଏକ ଦୂରନ୍ତ ଗ୍ରହାଣୁ...

ଅଧିକ ଶିଶୁ ହେଉଛନ୍ତି କରୋନାରେ ଆକ୍ରାନ୍ତ …

ଓ୍ବାଶିଂଟନ,୧୩।୫: ଆମେରିକାରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ଏବେ ଶିଶୁମାନେ ବହୁ ସଂଖ୍ୟାରେ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଏହା ଯୋଗୁ...

ମଝି ଆକାଶରେ ପାକିସ୍ତାନ ସୈନ୍ୟ ବାହିନୀ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୪ ମୃତ

ମୁଲତାନ୍‌,୨୭।୧୨: ପାକିସ୍ତାନ ସୈନ୍ୟ ବାହିନୀର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ହେଲିକପ୍ଟର କୌଣସି...

କିଶିଦା ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ, ୫ା୧୦: ଜାପାନ ପାର୍ଲାମେଣ୍ଟରେ ଫୁମିଓ କିଶିଦା ସୋମବାର ନୂଆ ପ୍ରଧାନମନ୍ତ୍ରୀ ନିର୍ବାଚିତ ହୋଇଛନ୍ତି। ବର୍ଷେ କ୍ଷମତାରେ ରହିବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ୟୋଶିହିଦେ ସୁଗା...

Advertisement


Archives

Model This Week