Posted inଜାତୀୟ

ମୋଦିଙ୍କ ନିମନ୍ତ୍ରଣ ରକ୍ଷା କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ, ଗଣତନ୍ତ୍ର ଦିବସରେ ହେବେ ଅତିଥି

ନୂଆଦିଲ୍ଲୀ,୧୫ ।୧୨: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ ଆଗାମୀ ଜାନୁୟାରୀ ୨୬ ଗଣତନ୍ତ୍ର ଦିବସ ଅବସରରେ ଭାରତର ମୁଖ୍ୟ ଅତିଥି ହେବେ ବୋଲି ଜଣାପଡିଛି । ଏହି ସୂଚନା ବ୍ରିଟେନ ବୈଦେଶିକ ମନ୍ତ୍ରୀ ଦେଇଛନ୍ତି । ଡେନିବିକ ରାଓ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣ କ୍ରମେ ଜନସନ ଆସନ୍ତା ବର୍ଷ ଗଣତନ୍ତ୍ର ଦିବସରେ ଭାରତର ଅତିଥି ହେବେ । ୨୭ ବର୍ଷ ଭିତରେ ରାଜପଥ ପରେଡରେ ଅତିଥି ହୋଇ ଆସୁଥିବା ବ୍ରିଟେନର ପ୍ରଥମ ପ୍ରଧାନମନ୍ତ୍ରୀ ହେବେ ଜନସନ । ସୂଚନାଯୋଗ୍ୟ, ନଭେମ୍ବର ୨୭ରେ ଟେଲିଫୋନ ଯୋଗେ ମୋଦି ଜନସନଙ୍କୁ ଗଣତନ୍ତ୍ର ଦିବସର ଅତିଥି ଭାବେ ନିମନ୍ତ୍ରଣ ଜଣାଇଥିଲେ । ଏହାପରେ ମୋଦିଙ୍କୁ ଜି ୭ ଶିଖର ସମ୍ମିଳନୀ ପାଇଁ ଆମନ୍ତ୍ରଣ କରାଯାଇଥିଲା ଯାହା ଆସନ୍ତା ବର୍ଷ ବ୍ରିଟେନରେ ଅନୁଷ୍ଠିତ ହେବ । ଏହି ନିମନ୍ତ୍ରଣ ଭାରତ-ବ୍ରିଟେନ ମଧ୍ୟରେ ଅର୍ଥବ୍ୟବସ୍ଥା ଓ ବ୍ୟବସାୟ ଉପରେ ପ୍ରଭାବ ପକାଇବ ବୋଲି ଅନୁମାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri