ଖ୍ରୀଷ୍ଟମାସ ଅବସରରେ ଆଶ୍ରୟ ସ୍ଥଳ ପହଞ୍ଚି ଲୋକଙ୍କୁ ଖାଦ୍ୟ ପରସିଲେ ଋଷି ସୁନକ

ଲଣ୍ଡନ,୨୫ ।୧୨: ସାରା ବିଶ୍ୱରେ ଚଳିତ ବର୍ଷ ଖ୍ରୀଷ୍ଟମାସ ବଡ ଧୁମଧାମରେ ପାଳନ କରାଯାଉଛି । ଏଥର ମୂଳ ଭାରତୀୟ ବାସିନ୍ଦା ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଭିନ୍ନ ଅନ୍ଦାଜରେ ଖ୍ରୀଷ୍ଟମାସ ପାଳନ କରିଛନ୍ତି । ପ୍ରଧାନମନ୍ତ୍ରୀ ଖ୍ରୀଷ୍ଟମାସ ଦିନ ଏକ ଆଶ୍ରୟ ସ୍ଥଳ ପହଞ୍ଚିଛନ୍ତି । ଏହାସହ ସେଠାରେ ସେ ଲୋକଙ୍କୁ ନିଜ ହାତରେ ଖାଦ୍ୟ ପରସିଛନ୍ତି । ହେଲେ ଏହି ସମୟରେ ସେଠାରେ ସେ ଜଣେ ବ୍ୟକ୍ତିଙ୍କ ସହ କଥା ହୋଇଥିବାରୁ ଏବେ ଏହାକୁ ନେଇ ଆଲୋଚନା କରାଯାଉଛି ।
ଯେତେବେଳେ ପ୍ରଧାନମନ୍ତ୍ରୀ ସୁନକ ଲୋକଙ୍କୁ ଖାଦ୍ୟ ପରସୁଥିଲେ ସେତେବେଳେ ଜଣେ ବ୍ୟକ୍ତି ଆସୁଥିବା ଦେଖାଯାଉଛି । ଏହି ସମୟରେ ସେ ତାଙ୍କ ସହ କଥା ହେବା ଆରମ୍ଭ କରି ଦେଇଛନ୍ତି । ସୁନକ ତାଙ୍କ ନାମ ପଚାରିବା ସହ ଖାଦ୍ୟରେ ସେ କ’ଣ ନେବାକୁ ପସନ୍ଦ କରିବେ ବୋଲି ବି ପଚାରୁଛନ୍ତି । ଏହାରି ଭିତରେ ସୁନକ ଉକ୍ତ ବ୍ୟକ୍ତିଙ୍କୁ ସାଁସୋଜ, ଟୋଷ୍ଟ ଓ ଅଣ୍ଡା ଦେଉଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri