Posted inଫୁରସତ

ପାଣି ପରିବର୍ତ୍ତେ ନଦୀରେ ବୋହିଲା କ୍ଷୀର: ଭାଇରାଲ ହେଉଛି ଭିଡିଓ

କ୍ଷୀର ନଦୀ ବହିବା କାହାଣୀ ଆମେ ଶୁଣିଛୁ। କିନ୍ତୁ ଏହାକୁ କେବେ ଆଖିରେ ଦେଖି ନାହୁଁ। କିନ୍ତୁ ଏବେ ସେମିତି କିଛି ଦେଖିବାକୁ ମିଳିଛି ଯୁକ୍ତରାଷ୍ଟ୍ର ଆମେରିକାରେ। ଗତ ଏପ୍ରିଲ ୧୫ରେ ଦୁଲାଇସ ନଦୀର ପାଣି ହଠାତ୍‌ ଧଳା ହୋଇଯାଇଥିଲା। ଅର୍ଥାତ୍‌ ନଦୀରେ ପାଣି ପରିବର୍ତ୍ତେ ହଠାତ୍‌ କ୍ଷୀର ବହିବାକୁ ଲାଗିଲା। ଏହାକୁ ଦେଖିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।
ପ୍ରକୃତ ଘଟଣା ହେଲା, ନଦୀ ପାଖଦେଇ ଯାଉଥିବା ଏକ କ୍ଷୀର ଭର୍ତ୍ତି ଟ୍ରକ୍‌ ଓଲଟିପଡ଼ିଲା। ଏହାପରେ ଟ୍ୟାଙ୍କରରେ ଥିବା ସମ୍ପୂର୍ଣ୍ଣ କ୍ଷୀର ନଦୀ ମଧ୍ୟରେ ବହିବାକୁ ଲାଗିଲା। ଏହି କାରଣରୁ ନଦୀର ପାଣି ଧଳା ହୋଇଗଲା। ନଦୀରେ କ୍ଷୀର ବହୁଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଦୁଲାଇସ ନଦୀରେ ଦୀର୍ଘ ସମୟ ପର୍ଯ୍ୟନ୍ତ କ୍ଷୀର ପ୍ରଭାବିତ ହୋଇଥିଲା। ଏହାକୁ ଦେଖିବା ପରେ ଲୋକେ ଘରୁ ବାଲ୍ଟି, ବାସନ ଆଦି ଆଣି କ୍ଷୀର ନେବାକୁ ଲାଗିଲେ। ପ୍ରଥମେ ଅନେକ ଲୋକ ଏହାକୁ ଚମତ୍କାର ବୋଲି ଭାବିଥିଲେ। କିନ୍ତୁ ପରେ ପ୍ରକୃତ ଘଟଣା ବିଷୟରେ ସମସ୍ତେ ଜାଣିପାରି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରକୂଳ ଆର୍ବଜନାରୁ ଯୁବକଙ୍କୁ ମିଳିଲା ୩୦୫ ବର୍ଷ ତଳର ଗୁପ୍ତଧନ

ରାତାରାତି ଧନୀ ହେବାକୁ କିଏ ବା ନ ଚାହେଁ। କେବଳ ଏକ ସୁଯୋଗକୁ ସମସ୍ତେ ଅପେକ୍ଷା କରି ରହିଥାନ୍ତି। ହେଲେ ଏଭଳି ସୁଯୋଗ କେବଳ ଭାଗ୍ୟବାନଙ୍କୁ...

ମହାକାଶ ନୁହେଁ ସମୁଦ୍ରରୁ ଆସୁଛନ୍ତି ଏଲିଅନ୍‌: ଆଇସିଇଆର୍‌…

ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୬: ଏଲିଅନ୍‌ ନେଇ ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ଅଲିଅନ୍‌ମାନେ ୟୁଏଫ୍‌ଓ ଦ୍ୱାରା ଲଗାତାର ପୃଥିବୀକୁ ଆସୁଥିବା ନେଇ କେତେକ ଖବର ପ୍ରକାଶ ହେଉଥିବା ବେଳେ...

୧୨୫ ଫୁଟ ପାଣି ଟାଙ୍କି ଉପରକୁ ଚଢିଗଲା ଷଣ୍ଢ

ରେବାଡି,୧୫।୧୧: ହରିୟାଣାର ରେବାଡିରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ଷଣ୍ଢ ୧୨୫ ଫୁଟ ଉଚ୍ଚ ପାଣିଟାଙ୍କି ଉପରକୁ ଚଢିଯାଇଛି। ପାଣିଟାଙ୍କି ଉପରେ...

କେବେ ବି ପ୍ରଧାନମନ୍ତ୍ରୀ ହେବାକୁ ରାଜୀବ ଗାନ୍ଧୀଙ୍କ ଇଚ୍ଛା ନ ଥିଲା, କାରଣ ଜାଣିଲେ…

ଆଜି ହେଉଛି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୭ତମ ଜନ୍ମଦିବସ। ୧୯୪୪ ମସିହା ଅଗଷ୍ଟ ୨୦ରେ ରାଜୀବ ଜନ୍ମଗ୍ରହଣ କରିଥିଲେ। ସେ ଭାରତର ସର୍ବକନିଷ୍ଠ ପ୍ରଧାନମନ୍ତ୍ରୀ...

ପାଣି ପିଉଥିଲା ବାଘ: ଆଖି ପିଛୁଳାକେ ଏପରି ଟାଣିନେଲା କୁମ୍ଭୀର

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ...

ପ୍ରତିଶୋଧ ନେବାକୁ ବୃଦ୍ଧ ଚୋରି କରୁଥିଲେ ଏମିତି ଜିନିଷ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜାପାନର ରାଜଧାନୀ ଟୋକିଓରେ ରହୁଥିବା ଜଣେ ୬୧ ବର୍ଷର ବୃଦ୍ଧ କୌଣସି ସୁନାରୁପା ଅଳଙ୍କାର ନୁହେଁ, ଏମିତି ଜିନିଷ ଚୋରି କରୁଥିଲେ ଜାଣିଲେ ଆଶ୍ଚର୍ଯ୍ୟ ହେବେ।...

୩ଦିନରେ ପ୍ରାୟ ୪୦୦କି.ମି.ରୁ ଊର୍ଦ୍ଧ୍ୱ ସାଇକେଲ୍‌ ଚଳାଇ ଗାଁକୁ ପହଞ୍ଚିଲେ ଯୁବକ

ପାଟନା,୩।୪: କରୋନା ଭାଇରସ୍‌କୁ ବ୍ୟାପିବାରୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ସମସ୍ତ ରାଜ୍ୟରେ କାମଧନ୍ଦା ବନ୍ଦ ହୋଇଯିବାରୁ ଶ୍ରମିକ...

ମୁଖ୍ୟମନ୍ତ୍ରୀଙ୍କ ପାଇଁ ୨ କୋଟି ଟଙ୍କାର ମନ୍ଦିର ନିର୍ମାଣ କଲେ ଆନ୍ଧ୍ର ବିଧାୟକ

ହାଇଦ୍ରାବାଦ: ବିଶ୍ୱସ୍ତତା ଏବଂ ସମର୍ଥନର ଏକ ଅପ୍ରତ୍ୟାଶିତ ପ୍ରଦର୍ଶନସ୍ବରୂପ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟିର ଜଣେ ଆନ୍ଧ୍ରପ୍ରଦେଶ ବିଧାୟକ ଚିତ୍ତୋର ଜିଲାର ଶ୍ରୀକାଲାହାଷ୍ଟୀରେ ଏକ ବିରାଟ ମନ୍ଦିର...

Advertisement


Archives

Model This Week