ଭାରତୀୟ ଛାତ୍ରଙ୍କୁ ଅନଲାଇନ ଅଶ୍ଲୀଳ ଫଟୋ ପଠାଇ ଗିରଫ ହେଲେ ଇଂଲଣ୍ଡର ପ୍ରଧାନଶିକ୍ଷକ

ଲଣ୍ଡନ,୨୨।୬: ଲଣ୍ଡନ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ଉପ ପ୍ରଧାନଶିକ୍ଷକ ଭାରତର ଛାତ୍ରଙ୍କୁ ଯୌନ ଶୋଷଣ କରୁଥିବାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ସେ ୧୨୦,୦୦୦ରୁ ଅଧିକ ଅଶ୍ଳୀଳ ଚିତ୍ର ପିଲାଙ୍କ ମୋବାଇଲକୁ ପଠାଇ ପିଲାଙ୍କୁ ଅଶ୍ଲୀଳ ଇଙ୍ଗିତ ଦେଉଥିଲେ।

ନ୍ୟାସନାଲ କ୍ରାଇମ ଏଜେନ୍ସି (ଏନସିଏ)ଅନୁଯାୟୀ, ପୂର୍ବ ଡୁଲୱିଚର ୩୪ ବର୍ଷିୟ ମାଥ୍ୟୁ ସ୍ମିଥଙ୍କୁ ୧୩ବର୍ଷରୁ କମ୍‌ ଶିଶୁଙ୍କୁ ଯୌନ ଶୋଷଣ ସମେତ ପାଞ୍ଚଟି ଅପରାଧରେ ଦୋଷୀ ସାବ୍ୟସ୍ତ କରାଯାଇ ରିମାଣ୍ଡରେ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri