ଛାତ୍ରଙ୍କ ସହ ଯୌନ ସମ୍ପର୍କ: ଶିକ୍ଷୟିତ୍ରୀଙ୍କୁ ଆଜୀବନ ଜେଲ

ଆର୍କାନ୍‌ସାସ୍‌ (ଆମେରିକା), ୨୪।୧: ଆମେରିକାର ଆର୍କାନ୍‌ସାସ୍‌ ଠାରେ ଜଣେ ହାଇସ୍କୁଲ ଶିକ୍ଷୟିତ୍ରୀ, ଏକାଧିକବାର ନିଜର ଜଣେ ଛାତ୍ର ସହ ଯୌନ କାର୍ଯ୍ୟକଳାପରେ ଲିପ୍ତ ରହି ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଛନ୍ତି। କାଉନସେଲିଂ କରିବା ବାହାନାରେ ସେ ନିଜର ଜଣେ ୧୭ ବର୍ଷୀୟ ଛାତ୍ର ସହ ଯୌନ ସମ୍ପର୍କ ରଖିଥିଲେ। ସୂଚନା ଅନୁଯାୟୀ ଆର୍କାନ୍‌ସାସ୍‌ ସ୍ଥିତ ବ୍ରାଏଁଟ ହାଇସ୍କୁଲର ହିଦର୍‌ ହରେ ନାମକ ଜଣେ ଶିକ୍ଷୟିତ୍ରୀ ସାମାଜିକ ଗଣମାଧ୍ୟମ ଇଷ୍ଟାଗ୍ରାମ ଓ ସ୍ନାପ୍‌ଚାଟ୍‌ ମାଧ୍ୟମରେ ଅଶ୍ଲୀଳ ମେସେଜ କରୁଥିବା ଅଭିଯୋଗ କରିଥିଲେ ଜଣେ ନାବାଳକ ଛାତ୍ର।

ଯେତେବେଳେ ଛାତ୍ର ଜଣଙ୍କ ସାମ୍‌ନାକୁ ଆସି ନିଜ ବିରୋଧରେ ହୋଇଥିବା ଦୁର୍ବ୍ୟବହାର ନେଇ ଏତଲା ଦେଇଥିଲେ ସେତେବେଳେ ଏହି ଘଟଣା ଚର୍ଚ୍ଚାର ବିଷୟ ପାଲଟିଥିବା ସହ ଶିକ୍ଷୟିତ୍ରୀ ହରେ ଗିରଫ ହୋଇଥିଲେ। ୨୦୨୧ରୁ ୨୦୨୨ ମଧ୍ୟରେ ହରେ ପ୍ରାୟ ୨୦ରୁ ୩୦ ଥର ତାଙ୍କ ସହ ଯୌନ କାର୍ଯ୍ୟକଳାପରେ ନିୟୋଜିତ ଥିବା ଏହି ଛାତ୍ର ଜଣଙ୍କ ସୂଚନା ଦେଇଛନ୍ତି। ଏହି ସବୁ ଯୌନ କାର୍ଯ୍ୟକଳାପ ହରେ ନିଜ ବାସଭବନ, ନିଜ ଚାରିଚକିଆ ଯାନ ଓ କ୍ନାସ୍‌ରୁମ୍‌ ଆଦିରେ କରିଥିବା ଅଭିଯୋଗ କରିଛନ୍ତି ଉକ୍ତ ନାବାଳକ ଛାତ୍ର। ବିବାହିତା ଥିବା ଏହି ଶିକ୍ଷୟିତ୍ରୀ ଜଣଙ୍କ ପୋଲିସ ସାମ୍‌ନାରେ ନିଜର ଦୋଷ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ…

ବଡ଼ ପ୍ୟାକେଜ୍‌ ନେଇ ଭାରତ ଆସିଛନ୍ତି ପୁଟିନ: ରୁଷିଆର କେଉଁ ପ୍ରସ୍ତାବକୁ ‘ହଁ’ କହିବ ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପୁଟିନଙ୍କ ଭାରତ ଗସ୍ତ ସମୟରେ ରୁଷିଆର ପଞ୍ଚମ ପିଢ଼ିର ଷ୍ଟେଲ୍ଥ ଫାଇଟର ଜେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?