କୋଭାକ୍ସିନ ନେଇଥିଲେ ବିନା ବାଧାରେ କରିପାରିବେ ବ୍ରିଟେନ ଯାତ୍ରା

ଲଣ୍ଡନ,୯ ।୧୧: ଭାରତ ବାୟୋଟେକର କୋଭିଡ-୧୯ ଭ୍ୟାକ୍ସିନ ‘କୋଭାକ୍ସିନ’ ନେଇଥିବା ଲୋକେ ଏଣିକି ବିନା ବାଧାରେ ବ୍ରିଟେନ ଯାତ୍ରା କରିପାରିବେ । ବ୍ରିଟିଶ ସରକାର ଘୋଷଣା କରିଛନ୍ତି କି ୨୨ ନଭେମ୍ବରରୁ କୋଭାକ୍ସିନକୁ ଜରୁରୀକାଳୀନ ବ୍ୟବହାର ସୂଚିରେ ସାମିଲ କରିବେ । ଏହାପରେ କୋଭାକ୍ସିନର ଦୁଇଟି ଯାକ ଡୋଜ ନେଇଥିବା ଲୋକେ ବିନା ବାଧାରେ ବ୍ରିଟେନ ଯାତ୍ରା କରିପାରିବେ । ବ୍ରିଟେନର ମହାସଚିବ ଏଲେକ୍ସ ଏଲିସ ଏହାକୁ ନେଇ ଟୁଇଟ୍ ବି କରିଛନ୍ତି । ସେ ଲେଖିଛନ୍ତି ୨୨ ନଭେମ୍ବରରୁ ୟୁକେ ଭାରତର କୋଭାକ୍ସିନ ଟିକାକୁ ଜରୁରୀକାଳିନ ବ୍ୟବହାର ସୂଚିରେ ସାମିଲ କରିବ । ଏହାପରେ ଏହାର ଦୁଇଟି ଡୋଜ ନେଇଥିବା ଲୋକେ ସେଲ୍ଫ ଆଇସୋଲେଟ ହେବାର ଆବଶ୍ୟକତା ନାହିଁ । ସୂଚନାଯୋଗ୍ୟ, ଗତ ସପ୍ତାହରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) କୋଭାକ୍ସିନକୁ ଜରୁରୀକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ ଦେବା ପରେ ଏବେ ବ୍ରିଟେନ ସରକାର ଏହାକୁ ଗ୍ରହଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?