ମସ୍କୋ ଉପରେ ୩୪ ଡ୍ରୋନ୍‌ ଆକ୍ରମଣ କଲା ୟୁକ୍ରେନ୍‌

ମସ୍କୋ/କିଭ୍‌,୧୧ା୧୧: ୟୁକ୍ରେନ୍‌ ପକ୍ଷରୁ ରବିବାର ମସ୍କୋ ଉପରେ ବଡ଼ ଧରଣର ଆକ୍ରମଣ କରାଯାଇଛି। ମସ୍କୋ ଓ ଏହାର ଆଖପାଖ ଅଞ୍ଚଳରେ ୟୁକ୍ରେନୀୟ ସେନା ୩୪ଟି ଡ୍ରୋନ୍‌ ମାଡ଼ କରିଛି। ଏଥିରେ ଜଣେ ମହିଳା ଆହତ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ଶେରେମେଟ୍‌ୟେଭୋ ଏବଂ ଡୋମୋଡେଡୋଭୋ ଏୟାରପୋର୍ଟ ସମେତ ରୁଷିଆର ସବୁଠୁ ବ୍ୟସ୍ତବହୁଳ ଅନ୍ତର୍ଜାତୀୟ ବିମାନବନ୍ଦରଗୁଡ଼ିକରେ ବିମାନ ଚଳାଚଳକୁ ସାମୟିକ ବନ୍ଦ କରିଦିଆଯାଇଛି। ଅନ୍ୟପକ୍ଷେ ରୁଷିଆ ରାଜଧାନୀ ଉପକଣ୍ଠରେ ମୋଟ ୩୨ ଡ୍ରୋନ୍‌କୁ ଖସାଇ ଦିଆଯାଇଥିବା ମସ୍କୋ ମେୟର ସେର୍ଗେୟ ସୋବ୍‌ୟାନିନ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri