ରୁଷିଆ ଉପରେ ୧୦ରୁ ଅଧିକ ଡ୍ରୋନ୍‌ ଆକ୍ରମଣ କଲା ୟୁକ୍ରେନ

କିଭ୍‌,୭ା୫: ୟୁକ୍ରେନ କ୍ରିମିଆ ଉପଦ୍ୱୀପ ଉପରେ ରାତିସାରା ୧୦ରୁ ଅଧିକ ଡ୍ରୋନ୍‌ ଆକ୍ରମଣ କରିଥିଲା। ସେବାଷ୍ଟୋପୋଲ ବନ୍ଦରରେ ଲଞ୍ଚ ହୋଇଥିବା ୩ଟି ଡ୍ରୋନ୍‌ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ। ରବିବାର ଏନେଇ ରୁଷିଆର ଜଣେ ଅଧିକାରୀ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ସେବାଷ୍ଟୋପୋଲର ରାଜ୍ୟପାଳ ମିଖାଇଲ ରଜଭୋଜାୟେଭ କହିଛନ୍ତି, ୟୁକ୍ରେନ ଆକ୍ରମଣରେ ସେବାଷ୍ଟୋପୋଲରେ କିଛି କ୍ଷତି ହୋଇନାହିଁ।

ସେବାଷ୍ଟୋପୋଲ ଏବଂ ସାକିରେ ବିସ୍ଫୋରଣ ହୋଇଛି। ଯେଉଁଠାରେ ରୁଷିଆର ଏକ ବିମାନବନ୍ଦର ଅଛି। ଏହା ସହିତ ଅନ୍ୟ କେତେକ ସ୍ଥାନରେ ମଧ୍ୟ ବିସ୍ଫୋରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri