ଏଯାଏ ରୁଷିଆର ୧୨ ହଜାର ସୈନ୍ୟ ନିହତ; ୩୧୭ ଟ୍ୟାଙ୍କ-୪୯ ବିମାନ ଧ୍ୱଂସ

କ୍ୱିଭ୍‌,୯।୩: ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣର ଆଜି ହେଉଛି ୧୪ତମ ଦିନ। ଏବେ ଏହି ଯୁଦ୍ଧକୁ ନେଇ ୟୁକ୍ରେନର ପ୍ରତିରକ୍ଷା ମନ୍ତ୍ରୀ ବଡ଼ ବିବୃତ୍ତି ଦେଇଛନ୍ତି। ଏପର୍ଯ୍ୟନ୍ତ ରୁଷିଆର ୧୨ ଲକ୍ଷ ସୈନିକ ନିହତ ହୋଇଛନ୍ତି। ଏହାଛଡ଼ା ୩୧୭ ଟ୍ୟାଙ୍କର୍‌, ୪୯ ବିମାନ, ୮୧ ହେଲିକପ୍ଟର, ୬୦ ଇନ୍ଧନ ଟାଙ୍କି, ୭ ରୁଷିୟ ଡ୍ରୋନ୍‌ ମଧ୍ୟ ନଷ୍ଟ ହୋଇଥିବା ନେଇ ସେ କହିଛନ୍ତି।

ୟୁକ୍ରେନ ପ୍ରତିରକ୍ଷା ବାହିନୀ ଅନୁଯାୟୀ, କ୍ୱିଭ୍‌ର ଉତ୍ତର-ପଶ୍ଚିମ ଦିଗରେ ଯୁଦ୍ଧ ଜାରି ରହିଛି। ଏଯାଏ ରୁଷିଆର ସେନାବାହିନୀକୁ କୌଣସି ବଡ଼ ସଫଳତା ମିଳିପାରିନାହିଁ। ଅପରପକ୍ଷେ ୟୁକ୍ରେନର ଅନେକ ସହର ଧ୍ୱଂସାବଶେଷରେ ପରିଣତ ହେଉଥିବାର ଚିତ୍ର ଦେଖିବାକୁ ମିଳୁଛି। ଦେଶବାସୀ ଜୀବନ ବଞ୍ଚାଇବାକୁ ଯାଇ ଦେଶ ଛାଡ଼ୁଛନ୍ତି। ହେଲେ ୟୁକ୍ରେନ ପଛଘୁଞ୍ଚା ଦେଉନାହିଁ। ବର୍ତ୍ତମାନ ପର୍ଯ୍ୟନ୍ତ ୟୁକ୍ରେନ ୧୦ ବିଲିୟନରୁ ଅଧିକ କ୍ଷତି ସହିଥିବା ବେଳେ ୬୧ଟି ଡାକ୍ତରଖାନା ନଷ୍ଟ ହୋଇଯାଇଥିବା ଆକଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ...

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri