ୟୁକ୍ରେନର ଦାବି ରୁଷିଆ ହରାଇଛି ୪୩୦୦ ସେନା, ୧୪୬ ଟ୍ୟାଙ୍କ

କ୍ୱିଭ,୨୭ ।୨: ରୁଷିଆର ଲଗାତାର ଆକ୍ରମଣ ଫଳରେ ବେଳକୁ ବେଳେ ହତାସ ହୋଇ ଯାଉଛି ୟୁକ୍ରେନ୍ । ହେଲେ ଶେଷ ପର୍ଯ୍ୟନ୍ତ ଲଢିବାକୁ ସ୍ଥିର କରିଥିବା ୟୁକ୍ରେନ ଏଥର ଦାବି କରିଛି ଯେ ଗତ ୪ ଦିନ ମଧ୍ୟରେ ଅର୍ଥାତ୍ ଯୁଦ୍ଧ ଆରମ୍ଭ ହେବା ଦିନରୁ ଏପର୍ଯ୍ୟନ୍ତ ରୁଷିଆ ପ୍ରାୟ୍ର ୪୩୦୦ ସେନା ଓ ୧୪୬ ଟ୍ୟାଙ୍କ ହରାଇ ସାରିଲାଣି । ଯଦିଓ ଏହା ଘୋଷଣା କରାଯାଇ ନାହିଁ ତେବେ ୟୁକ୍ରେନର ଉପ ବୈଦେଶିକ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି । ସେପଟେ ୟୁକ୍ରେନ ରାଷ୍ଟ୍ରପତିି ଭୋଲୋଡିମିର ଜେଲନସ୍କିଙ୍କୁ ଦେଶ ଛାଡି ପଳାଇ ଆସିବାକୁ ଆମେରିକା ପ୍ରସ୍ତାବ ଦେଇଥିବା ବେଳେ ସେ ଏଥିରେ ରାଜି ହାଇ ନାହାନ୍ତି । ବରଂ ସେ ରୁଷିକୁ ସାମ୍ନା କରିବାକୁ ପ୍ରସ୍ତୁତ ବୋଲି କହିଛନ୍ତି । ଅନ୍ୟପଟେ ରୁଷିଆର ଏଭଳି କାର୍ଯ୍ୟକଳାପରେ ଫିନଲାଣ୍ଡ, ଡେନମାର୍କ ଭଳି କିଛି ଦେଶ ରୁଷିଆକୁ ଆକାଶ ମାର୍ଗ ବନ୍ଦ କରି ଦେଇଛନ୍ତି । ଅର୍ଥାତ୍ ରୁଷିଆକୁ ଏଭଳି କିଛି ଦେଶ ବିମାନ ସେବା ବନ୍ଦ କରି ଦେଇଛନ୍ତି । ସେପଟେ ୟୁକ୍ରେନ ରାଷ୍ଟ୍ରପତି ଜେଲନସ୍କି କହିଛନ୍ତି ରୁଷିଆକୁ ମିଳିତ ଜାତିସଂଘ ସୁରକ୍ଷା ପରିଷଦରୁ ବାହାର କରିଦେବା ଉଚିତ ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri