ହଜାରେରୁ ଅଧିକ ରୁଷିଆ ସୈନ୍ୟଙ୍କ ମୃତ୍ୟୁ ଘଟିଥିବା ନେଇ ଦାବି କଲା ୟୁକ୍ରେନ୍‌…

ମସ୍କୋ/କ୍ୱିଭ୍‌,୨।୧୧ : ୟୁକ୍ରେନ ଦାବି କରିଛି ଯେ ଖେରସନରେ ହଜାରେରୁ ଅଧିକ ରୁଷିଆ ସୈନିକଙ୍କୁ ହତ୍ୟା କରିଛି। ଏଥି ସହିତ ରୁଷିଆ ଦାବି କରିଛି ଯେ ଗତ ସପ୍ତାହରେ ୟୁକ୍ରେନର ୨୫୦୦ରୁ ଅଧିକ ସୈନିକଙ୍କ ମୃତ୍ୟୁ ଘଟିଛି। ୟୁକ୍ରେନର ଜାତୀୟ ପୋଲିସ ମୁଖ୍ୟ ଇହୋର କ୍ଲିମେନକୋ କହିଛନ୍ତି ଯେ ଯୁଦ୍ଧ ଆରମ୍ଭରୁ ଗୋଟିଏ ଦିନରେ ରୁଷିଆ ସର୍ବାଧିକ ସୈନ୍ୟ ହରାଇଛି।

ୟୁକ୍ରେନ ସୈନ୍ୟମାନେ ଖେରସନ ଅଞ୍ଚଳରେ ଅନେକ ଫ୍ରଣ୍ଟରେ ରୁଷିଆ ସୈନିକମାନଙ୍କୁ ହତ୍ୟା କରିଥିଲେ। ଏହା ବ୍ୟତୀତ ବହୁ ସଂଖ୍ୟକ ରୁଷିଆ ସୈନିକ ନିଜର ଜିନିଷ ଛାଡି ପଳାଇ ଯାଇଥିଲେ। ୟୁକେନ ଏହାର ଦାବି ସମ୍ପର୍କରେ ଅନେକ ଭିଡିଓ ମଧ୍ୟ ଶେୟାର କରିଛି। ଯେଉଁଥିରେ ରୁଷିଆର ସୈନିକମାନେ ବିପର୍ଯ୍ୟସ୍ତ ଅବସ୍ଥାରେ ଦୌଡୁଥିବାର ଦେଖାଯାଉଛି। ମିଳିତ ଜାତିସଂଘ ପକ୍ଷରୁ ଖେରସନରେ ୯୫୦ ରୁଷିଆ ସୈନିକଙ୍କ ମୃତ୍ୟୁକୁ ନିଶ୍ଚିତ କରିଛି। ଏଥି ସହିତ, ୟୁକ୍ରେନ ଦାବି କରିଛି ଯେ ଯୁଦ୍ଧରେ ଏପର୍ଯ୍ୟନ୍ତ ୭୦ ଜାରରୁ ଅଧିକ ରୁଷିଆ ସୈନିକ ନିହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri