ରୁଷିଆକୁ କାଉଣ୍ଟର କଲା ୟୁକେନ୍‌

କ୍ୱିଭ୍‌,୧୮।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଲଗାତର ୨୩ ଦିନ ହେବ ଜାରି ରହିଛି। ଉଭୟ ଦେଶ ପରସ୍ପରକୁ ଛାଡିବାକୁ ପ୍ରସ୍ତୁତ ନାହାନ୍ତି। ଶୁକ୍ରବାର ୟୁକ୍ରେନରୁଷିଆର ୧୪ଟି ବେସ ଧ୍ୱଂସ କରିଥିବା ଦାବି କରିଛି। ୟୁକ୍ରେନ୍‌ ଏୟାର ଡିଫେଣ୍ଡ୍‌ ଫୋର୍ସ ଏହି ସୂଚନା ଦେଇଛି। ତେବେ ରୁଷିଆର କେତେ କ୍ଷତି ହୋଇଛି, ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ମାର୍ଚ୍ଚ ୧୭ରେ ରୁଷିଆ ପକ୍ଷରୁ ମଧ୍ୟ ୟୁକ୍ରେନ ଉପରେ ଏୟାର ଷ୍ଟ୍ରାଇକ କରାଯାଇଥିଲା। ଏଥିରେ ୨୨ ଜଣଙ୍କ ମୃତ୍ୟୁ ଘଟିଥିଲା।
ସେପଟେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଜଣେ ଯୁଦ୍ଧ ଅପରାଧୀ ବୋଲି କହିଛନ୍ତି। ବାଇଡେନଙ୍କ ଏହି ମନ୍ତବ୍ୟ ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରି ରୁଷିଆ ଏହାକୁ ଏକ ରାଷ୍ଟ୍ର ମୁଖ୍ୟଙ୍କ ଦ୍ୱାରା କ୍ଷମାହୀନ ମନ୍ତବ୍ୟ ନୁହେଁ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’

ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…

‘ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏ କାର୍ଯ୍ୟବନ୍ଦ କର’

ଭୁବନେଶ୍ୱର,୨୫।୫(ରବିନାରାୟଣ ଜେନା): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି…

ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ…

ମହାରାଷ୍ଟ୍ରରେ ଭୟଙ୍କର ସଡ଼କ ଦୁର୍ଘଟଣା, ୬ ମୃତ ଆଶଙ୍କା

ମୁମ୍ବାଇ,୨୫।୫: ବିଳମ୍ବିତ ରାତିରେ, ମହାରାଷ୍ଟ୍ରର ଧୂଲେ ତାଲୁକାର ଲାଲିଙ୍ଗ ଘାଟରେ ମୁମ୍ବାଇ-ଆଗ୍ରା ରାଜପଥରେ ତିନୋଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ, ଏକ ଡମ୍ପର ଏକ ଟ୍ରକ…

ଭାଜପାର ବିଜୟକୁ ନେଇ ବର୍ଷିଲେ ଅଭିଷେକ ବାନାର୍ଜୀ !

କୋଲକାତା,୨୫।୫: ପଶ୍ଚିମବଙ୍ଗର ଫାଲଟା ବିଧାନସଭା ଆସନ ପାଇଁ ଅନୁଷ୍ଠିତ ନିର୍ବାଚନରେ, ଭାଜପାର ଦେବାଂଶୁ ପଣ୍ଡା ସିପିଆଇ(ଏମ)ର ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଶମ୍ଭୁ ନାଥ କୁର୍ମିଙ୍କୁ ୧୦୯,୦୨୧ ଭୋଟର ବିପୁଳ…

ପୋଲିସକୁ ଦେଖି ଖସି ଯାଉଥିଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରିଲା ପରେ ମିଳିଲା…

ଲକ୍ଷ୍ମୀପୁର,୨୫ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କାକିରିଗୁମା ଥାନା ପୋଲିସ ଦ୍ବାରା ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ଗଞ୍ଜେଇକୁ ଗାଡ଼ି…

ଅର୍କକ୍ଷେତ୍ରରେ ରଥଯାତ୍ରା

ଆମେ ଗତ ସଂଖ୍ୟାରେ କୋଣାଦିତ୍ୟରେ ‘ନବ ଆଳତି ପରମ୍ପରା’ ଆଲୋଚନା ପ୍ରସଙ୍ଗରେ ଶ୍ରୀଆଦିତ୍ୟଙ୍କ ଦ୍ୱାଦଶଯାତ୍ରାର ଐତିହ୍ୟ ଆରମ୍ଭ କରିଥିଲୁ। ପ୍ରଥମ ଯାତ୍ରା ମାଘ ଶୁକ୍ଳ ସପ୍ତମୀ, ଯାହା…

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri