Posted inଜାତୀୟ

ୟୁକ୍ରେନ ସଙ୍କଟ ମଧ୍ୟରେ ଚାଇନା-ରୁଷିଆ ରାଷ୍ଟ୍ରପତିଙ୍କ ସହ ବୈଠକ କରିିବେ ମୋଦି

ନୂଆଦିଲ୍ଲୀ,୨୮।୫: ୟୁକ୍ରେନ ଯୁଦ୍ଧ ଯୋଗୁ ବିଶ୍ୱରେ ବୃଦ୍ଧି ପାଇଥିବା ଅସ୍ଥିରତା ଓ ଲଦାଖ ସୀମାରେ ଚାଇନାର ପୁଣି ନୂଆ ଷଡ଼ଯନ୍ତ୍ର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ଚାଇନା ଓ ରୁଷିଆର ରାଷ୍ଟ୍ରପତିଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ଆସନ୍ତା ମାସ ଜୁନ ୨୪ରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀ ଆୟୋଜିତ ହେବ। ଏହି ବ୍ରିକ୍ସ ସଂଗଠନରେ ବ୍ରାଜିଲ, ରୁଷିଆ, ଚାଇନା, ଭାରତ,ଏବଂ ଦକ୍ଷିଣ ଆଫ୍ରିକା ସାମିଲ ରହିଛି। ଏହି ବୈଠକ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ହେବ। ତଥାପି ସମଗ୍ର ବିଶ୍ୱର ଆଖି ଏହା ଉପରେ ରହିଛି। ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରଥମ ଥର ପାଇଁ ବ୍ରିକ୍ସ ବୈଠକ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଛୁଆ ରୋଗୀଣା ଥିବାରୁ ୪ ମହଲା କୋଠାରୁ ଫୋପାଡି ମାରିଦେଲେ ମା’

ଲକ୍ଷ୍ନୌ,୨୩।୭: ଦୁନିଆ କ’ଣ ଜାଣିବା ପୂର୍ବରୁ ନିଜ ମା’ ପାଇଁ ମୃତ୍ୟୁକୁ ଅପଣାଇ ନେଇଛି ଜଣେ ୩ ମାସର ଶିଶୁ। ନିଜ ୩ ମାସ ଶିଶୁ...

ବଜେଟ ପରେ ଶେୟାର ବଜାରରେ ଉତ୍ସାହ…

ନୂଆଦିଲ୍ଲୀ,୧।୨ : ବଜେଟ ପରେ ଶେୟାର ବଜାରରେ ଉତ୍ସାହ ଦେଖାଦେଇଛି। ସେନ୍ସେକ୍ସ ଏବଂ ନିଫ୍ଟି ଉଭୟ ଲାଭ ସହିତ ଖୋଲିଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ...

ରାୟ ନୁହେଁ, ସମାଧାନ ଚାହୁଁ: ସୁନ୍ନି ଓ୍ବାକଫ୍‌ ବୋର୍ଡ

ନୂଆଦିଲ୍ଲୀ,୧୮-୧୦:ଅଯୋଧ୍ୟା ଜମି ବିବାଦ ମାମଲାର ସମସ୍ତ ପକ୍ଷ ସମାଧାନ ପାଇଁ ଏକ ନିଷ୍କର୍ଷରେ ପହଞ୍ଚତ୍ଛନ୍ତି, ଯାହାକି ସମସ୍ତଙ୍କ ପାଇଁ ଜିତିବା ସ୍ଥିତିକୁ ସୁନିଶ୍ଚିତ କରିବ। ଏଥିଲାଗି...

ପୁଞ୍ଛ ସେକ୍ଟରରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

ଶ୍ରୀନଗର,୯।୧୨: ଜମ୍ମୁ-କଶ୍ମୀର ପୁଞ୍ଛ ଜିଲାର ଶାହପୁରରେ ସୋମବାର ପାକିସ୍ତାନ ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଭାରତୀୟ ସେନା କ୍ୟାମ୍ପ ଉପରକୁ ପାକିସ୍ତାନ ସେନା ଗୁଳିଗୋଳା ବର୍ଷଣ...

ମ୍ୟାଜିକ୍‌ ନମ୍ବର ୧୨୨, କିଏ ହାତେଇବ କ୍ଷମତା …

ପାଟନା, ୯।୮ : ବର୍ତ୍ତମାନ ବିହାର ବିଧାନସଭାରେ ମୋଟ ଆସନ ସଂଖ୍ୟା ୨୪୩ ରହିଛି। ରାଜ୍ୟରେ ନୂଆ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୨୨...

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ହାଇଦ୍ରାବାଦ,୧୧।୧: ତେଲେଙ୍ଗାନାର ସିଡିପେଟ୍‌ ଜିଲାର ମୁନିଗଡପାଠାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ କଲଭର୍ଟକୁ ପିଟି ହୋଇ ନିର୍ମାଣଧୀନ କେନାଲକୁ ଖସିପଡିଛି। ଫଳରେ ଗୋଟିଏ ପରିବାରର...

ହାଇଡ୍ରୋକ୍ସିକ୍ଲୋରୋକୁଇନରେ ସବୁର ଚିକିତ୍ସା ସମ୍ଭବ ନୁହେଁ: ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୧୨।୪: ବର୍ତ୍ତମାନ ସମୟରେ ସାରା ବିଶ୍ୱ କରୋନାକୁ ହରାଇବାରେ ଲାଗି ପଡିଥିବା ବେଳେ ଏପର୍ଯ୍ୟନ୍ତ ଏହାପାଇଁ କୌଣସି ସଠିକ ଔଷଧ ମିଳିପାରି ନାହିଁ। ତେବେ ଏହାର...

ଶିବଭକ୍ତ ପୋଲିସକର୍ମୀ

ଭୋପାଳ,୨୧।୨: ମଧ୍ୟପ୍ରଦେଶ ଭୋପାଳର ଜଣେ ସିଂଘମଙ୍କୁ ଶିବଭକ୍ତ ଅବତାରରେ ଦେଖିବାକୁ ମିଳିଛି। ମହାଶିବରାତ୍ରୀର ପୂର୍ବ ସନ୍ଧ୍ୟାରେ ଭୋପାଳରେ ଆଇପିଏସ୍‌ ମିଟ୍‌ର ଆୟୋଜନ ହୋଇଥିଲା। ଏହି ଅବସରରେ...

Advertisement
Archives

Model This Week