ପୁଟିନ୍‌ଙ୍କ ସ୍ବତନ୍ତ୍ର ବୋଟ୍‌କୁ ଧ୍ୱଂସ କଲା ୟୁକ୍ରେନ୍‌, ଲେଜର ଗାଇଡେଡ୍‌ ବୋମାମାଡ଼…

ମସ୍କୋ/କ୍ୱିଭ୍‌, ୧୧।୫ : ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସ୍ବତନ୍ତ୍ର ବୋଟ୍‌କୁ ୟୁକ୍ରେନ ଧ୍ୱଂସ କରିଛି। ବୋଟକୁ ପୁଟିନ୍‌ ଖାସ୍ତୋପୋଲ ଏବଂ ସେଣ୍ଟ ପିଟର୍ସବର୍ଗର ସମୁଦ୍ରରେ ଅବସ୍ଥିତ ତାଙ୍କ ଯୁଦ୍ଧ ଜାହାଜର ଯାଞ୍ଚ୍‌ ଏବଂ ଭାଷଣ ଦେବା ପାଇଁ ବ୍ୟବହାର କରଥିଲେ। ୟୁକ୍ରେନ ସୈନ୍ୟବାହିନୀ ଦ୍ୱାରା ଏକ ଲେଜର-ଗାଇଡେଡ୍‌ ବୋମା ଏହି ବୋଟ୍‌କୁ ଟାର୍ଗେଟ କରିଥିଲା।

ପୁଟିନ୍‌ଙ୍କ ୦୦୧ ଭାବେ ନାମିତ ଏହି ବୋଟ ଉପରେ ବୋମାମାଡ଼ ହୋଇଥିବାର ଫୁଟେଜ୍‌ ୟୁକ୍ରେନ୍‌ ଫେସ୍‌ବୁକ୍‌ରେ ଶେୟାର କରିଛି। ଏହା ସହିତ ୟୁକ୍ରେନ୍‌ ରୁଷିଆର ୫୫ ଫୁଟ ଲମ୍ବର ଦୁଇ ରାପ୍ଟର ଶ୍ରେଣୀର ବୋଟ୍‌କୁ ମଧ୍ୟ ଧ୍ୱଂସ କରିଥିବା ଦାବି କରିଛି। ପରେ ଏହା ଜଣାପଡିଥିଲା ଯେ ଏଥି ମଧ୍ୟରୁ ଗୋଟିଏ ହେଉଛି ପୁଟିନଙ୍କ ବ୍ୟକ୍ତିଗତ ଡଙ୍ଗା।

ଏଥିସହ, ୟୁକ୍ରେନ ସୈନ୍ୟମାନେ ଓଡେସାର ଦକ୍ଷିଣରୁ ୮୦ ମାଇଲ ଦୂରରେ ଥିବା ସ୍ନେକ୍‌ ଆଇଲ୍ୟାଣ୍ଡରେ ଭୂପୃଷ୍ଠରୁ ବାୟୁ କ୍ଷେପଣାସ୍ତ୍ର ସହିତ ସେରେନା ଶ୍ରେଣୀର ଅବତରଣ କାଫ୍ଟକୁ ମଧ୍ୟ ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଜାତିସଂଘ ଅନୁସନ୍ଧାନକାରୀଙ୍କ ହତ୍ୟା ମାମଲା, ୫୦ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ, ମାତ୍ର କାହାକୁ ବି ଦିଆଯିବନି ଫାଶୀ…

କିନ୍‌ଶାସା, ୩୦।୧ : କଙ୍ଗୋର କାସାଇ ପ୍ରଦେଶରେ ମିଳିତ ଜାତିସଂଘର ଅନୁସନ୍ଧାନକାରୀ ମାଇକେଲ ଶାର୍ପ ଏବଂ ଜୈଦା କାଟାଲାନଙ୍କୁ ହତ୍ୟା କରା ଯିବାର ପ୍ରାୟ ପାଞ୍ଚ...

ଦୁଇ ପ୍ରକାର ଭାକ୍ସିନ୍‌ ଡୋଜ୍‌ ନେଲେ ସ୍ବାସ୍ଥ୍ୟ ଉପରେ କିପରି ପଡ଼ିବ ପ୍ରଭାବ, ଏଭଳି ମତ ଦେଲେ ବୈଜ୍ଞାନିକ…

ଲଣ୍ଡନ/ନୂଆଦିଲ୍ଲୀ,୧୫।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଟିକା କରଣ ଅଭିଯାନ ଜାରି ରହିଛି। ତେବେ ବି କରୋନା...

କେନିୟାରେ ଜଳାଭାବର ହୃଦୟ ବିଦାରକ ଦୃଶ୍ୟ

ନାଇରୋବି,୧୫।୧୨: କେନିୟାରେ ଜଳ ଅଭାବ ଯୋଗୁ ଦେଶର ଜିରାଫଙ୍କ ସଂଖ୍ୟା ଉପରେ କେଉଁ ଭଳି ପ୍ରଭାବ ପଡ଼ୁଛି, ତାହାର ଏକ ହୃଦୟ ବିଦାରକ ଦୃଶ୍ୟ ସାମ୍ନାକୁ...

ସାବଧାନ ! କରୋନା ସଂକ୍ରମଣ ପୂର୍ବରୁ ପାଦରେ ଦେଖାଦିଏ ଏଭଳି ଦାଗ

ମାଦ୍ରିଦ୍‌,୧୬।୪: କରୋନା ସଂକ୍ରମଣ ପୂର୍ବରୁ ଶରୀରରେ କେତେକ ଲକ୍ଷଣ ପାଇଥାଏ। ସେସବୁ ମଧ୍ୟରେ ଥଣ୍ଡା, କାଶ, ସର୍ଦ୍ଦି, ଜ୍ୱର, ଗଳା ଦରଜ ଆଦି ରହିଛି। ଏହାସହିତ...

ଆମେରିକା ହିଁ ୟୁକ୍ରେନ୍‌ ଯୁଦ୍ଧ ପାଇଁ ଦାୟୀ, ଇରାନ୍‌ ସୁପ୍ରିମ୍‌ ଲିଡରଙ୍କ ଆକ୍ଷେପ…

ତେହେରାନ,୧।୩ : ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ନେଇ ଇରାନ୍‌ର ସୁପ୍ରିମ୍‌ ଲିଡର ଆୟତୁଲା ଅଲ୍ଲୀ ଖାମନେଇ ଆମେରିକା ଉପରେ ଦୋଷ ବୋଳିଛନ୍ତି। ସେ କହିଛନ୍ତି...

ନିର୍ବାଚନ ରାଲିକୁ ସମ୍ବୋଧନ କଲେ ଟ୍ରମ୍ଫ, କହିଲେ ଆମେରିକା ପୁଣି ଥରେ ହେବ ସ୍ୱତନ୍ତ୍ର ରାଷ୍ଟ!

ଟେକ୍ସାସ,୨୬ ।୩: କ୍ୟାପିଟଲ ହିଂସା ମାମଲାର ଯାଞ୍ଚ ସହିତ ପର୍ନ ଷ୍ଟାର ମାମଲା ପର୍ଯ୍ୟନ୍ତ ଯାଞ୍ଚ ମଧ୍ୟ ଦେଇ ଗତି କରୁଥିବା ଆମେରିକାର ପୂର୍ବତନ ରାଷ୍ଟ୍ରପତି...

ତାଲିବାନ୍‌ ଶିବିର ଉପରେ ଅଜ୍ଞାତ ବିମାନରୁ ବୋମା ମାଡ଼…

କାବୁଲ,୭।୯: ଆଫଗାନିସ୍ତାନରେ ତାଲିବାନ୍‌ ଏବଂ ନର୍ଦନ ଆଲାଇନ୍ସ ମଧ୍ୟରେ ରକ୍ତାକ୍ତ ଯୁଦ୍ଧ ଚାଲିଛି। ପଞ୍ଜଶିରରେ ଦଖଲ କରିବା ସତ୍ତ୍ୱେ ଯୁଦ୍ଧ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଏପରିସ୍ଥଳେ...

ହାଓ୍ବାଇରେ ବିମାନ ଦୁର୍ଘଟଣା: ୯ ମୃତ

ହୋନୋଲୁଲୁ,୨୨।୬: ହାଓ୍ବାଇରେ ଏକ ଦୁଇ ଇଞ୍ଜିନ ବିଶିଷ୍ଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପାଇଲଟଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ବେସାମରିକ ବିମାନ...

Advertisement
Archives

Model This Week