ମସ୍କୋ ଉପରେ ୪୦୦ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ୍‌

ମସ୍କୋ, ୨୧।୭: ରୁଷ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ୟୁକ୍ରେନ ସେନା ରୁଷ୍‌ର ରାଜଧାନୀ ମସ୍କୋକୁ ଲକ୍ଷ୍ୟ କରି ୪୦୦ରୁ ଅଧିକ ଦୂରଗାମୀ ଡ୍ରୋନ୍‌ ମାଡ଼ କରି ସାରା ବିଶ୍ୱକୁ ସ୍ତବ୍ଧ କରିଦେଇଛି ।
ଏହି ବିଶାଳ ଆକ୍ରମଣରେ ମସ୍କୋ ନିକଟସ୍ଥ ଅନେକ ଶିଳ୍ପାଞ୍ଚଳ ଓ ତୈଳ ଦ୍ୱୀପରେ ଅଗ୍ନିକାଣ୍ଡ ଘଟିଥିବାବେଳେ ବହୁ ବେସାମରିକ ନାଗରିକ ଆହତ ହୋଇଛନ୍ତି। ଏହାସହ ବ୍ଲାକ୍‌ ସି’ରେ ରୁଷର କଳାବଜାର ତୈଳ ବାହକ ଜାହାଜଗୁଡ଼ିକୁ ମଧ୍ୟ ୟୁକ୍ରେନ୍‌ ଟାର୍ଗେଟ କରିଛି।
୍ଯ ସାମରିକ ଉଷ୍ମତା ମଧ୍ୟରେ ୟୁକ୍ରେନ୍‌ କ୍ରମାଗତ ଭାବେ ରୁଷ୍‌ର ବାଲିଷ୍ଟିକ ମିସାଇଲ ଆକ୍ରମଣର ସାମ୍ନା କରୁଛି, ଯେଉଁଥିରେ ପାଭ୍‌ଲୋଗ୍ରାଡ ସହରରେ ଜଣେ ୧୩ ବର୍ଷର ନାବାଳିକାଙ୍କ ସମେତ ୧୩ ଜଣ ନୀରିହ ନାଗରିକ ଗୁରୁତର ଆହତ ହୋଇଛନ୍ତି । ସୀମାରେ ଯୁଦ୍ଧ ଚାଲିଥିବାବେଳେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏବେ ନିଜ ଦେଶ ଭିତରେ ବଡ଼ ଧରଣର ରାଜନୈତିକ ସଙ୍କଟର ସାମ୍ନା କରୁଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ ପ୍ରତିବାଦରେ ରାହୁଲ-ପ୍ରିୟଙ୍କା ଗାନ୍ଧୀଙ୍କ ପଦଯାତ୍ରା, ସିଧା ପ୍ରଧାନମନ୍ତ୍ରୀଙ୍କ ବାସଭବନ ନିକଟରେ ପହଞ୍ଚି…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିନିଧୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ମଧ୍ୟରେ ସୋମବାର ଏକ ସାକ୍ଷାତ ହୋଇଛି। ସୂତ୍ରରୁ ଜଣାପଡିଛି ଯେ…

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମେଧାବୀ ଛାତ୍ରୀଙ୍କୁ ସ୍କୁଟି ସହ ମିଳିବ ପେଟ୍ରୋଲ

ଲକ୍ଷ୍ନୌ,୨୧।୭: ଉତ୍ତର ପ୍ରଦେଶର ଯୋଗୀ ସରକାର ଖୁବ୍ ଶୀଘ୍ର ରାଜ୍ୟର ମେଧାବୀ ଛାତ୍ରୀମାନଙ୍କୁ ଏକ ବଡ଼ ଉପହାର ଦେବାକୁ ଯାଉଛନ୍ତି । ମେଧାବୀ ଛାତ୍ରୀମାନଙ୍କୁ ସ୍କୁଟି ଦେବା…

ସ୍ତ୍ରୀ ଗୀତାଞ୍ଜଳିଙ୍କ ଅପିଲ୍‌ ପରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ସୋନମ ୱାଙ୍ଗଚୁକଙ୍କୁ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କୁ ସଫଦରଜଙ୍ଗ ହସ୍ପିଟାଲରୁ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯିବ। ତାଙ୍କ ପତ୍ନୀ ଗୀତାଞ୍ଜଳିଙ୍କ ଆବେଦନ କ୍ରମେ ୱାଙ୍ଗଚୁକଙ୍କୁ ଏକ ବେସରକାରୀ ହସ୍ପିଟାଲକୁ…

ସରକାରଙ୍କ ଉପରେ ବଢ଼ିଲା ଚାପ, ଶେଷରେ ନେଲେ ଏହି ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୭: କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ ସମୟରେ ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଏହି ଘଟଣାରେ ଅନେକ ଯୁବକ ମଧ୍ୟ ଆହତ ହୋଇଥିଲେ। କେନ୍ଦ୍ରୀୟ…

ରାଜନୀତିରେ ହଲଚଲ: କେବଳ ଧର୍ମେନ୍ଦ୍ର ପ୍ରଧାନ ନୁହଁନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ମାମଲାକୁ ନେଇ ଦେଶବ୍ୟାପୀ ଜାରି ରହିଥିବା ପ୍ରତିବାଦ ମଧ୍ୟରେ କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ…

ବସ୍‌ଷ୍ଟାଣ୍ଡ୍‌ରୁ ଯୁବତୀଙ୍କୁ ଉଠାଇ ନେଇ ଗଣବଳାତ୍କାର କଲେ ୩ ଯୁବକ: ଆଉ ତା’ପରେ ଘଟିଲା…

ମହୀଶୁର,୨୧।୭: କର୍ନାଟକର ମହୀଶୁର ଜିଲାରେ ପଶ୍ଚିମବଙ୍ଗର ଜଣେ ଯୁବତୀଙ୍କ ସହ ଗଣବଳାତ୍କାର ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରାଯାଇଛି। ମାମଲାର ସତ୍ୟତା ଏବଂ ପୀଡିତାଙ୍କ ଅଭିଯୋଗର ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri