ୟୁକ୍ରେନ୍ ଆକ୍ରମଣରେ ରୁଷିଆ ମେଜର ଜେନେରାଲଙ୍କ ମୃତ୍ୟୁ

କ୍ୱିଭ୍‌,୮ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧୨ ଦିନ ପୂରଣ ହୋଇଛି । ଏବେବି ରୁଷିଆ ୟୁକ୍ରେନର ଅନେକ ସହରରେ ଆକ୍ରମଣ ଜାରି ରଖିଛି । ଖାର୍କିବର ଅଧିକାଂଶ ଅଞ୍ଚଳରେ ଆକ୍ରମଣ କରାଯାଉଛି । ଇତିମଧ୍ୟରେ ଦୁଇ ଦେଶ ମଧ୍ୟରେ ତୃତୀୟ ପର୍ଯ୍ୟାୟ କଥାବାର୍ତ୍ତା ବି ସରିଛି । ହେଲେ ଏଥିରୁ ସେମିତି କିଚି ସମାଡ଼ାନ ବାହାରି ପାରି ନ ଥିବା କୁହାଯାଉଛି । ଦୁଇ ଦେଶର ପ୍ରତିନିଧି ମଣ୍ଡଳ କହିଛନ୍ତି ତୃତୀୟ ପର୍ଯ୍ୟାୟ କଥାବାର୍ତ୍ତାରେ ସେମିତି କିଛି ଆଖିଦୃଶିଆ ସମାଧାନ ବାହାରିପାରି ନାହିଁ । ତେବେ ମାନବୀୟ ସହାୟତା ନାଁରେ ରାଜନୀତି କରାଯାଉଥିବା ରୁଷିଆ ଅଭିଯୋଗ କରିଛି ।
ଅନ୍ୟପଟେ ରୁଷିୟା-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ରୁଷିଆର ମେଜର ଜେନେରାଲ ଭିଟାଲି ଗୋରାସିମୋଭଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ୟୁକ୍ରେନ ଆକ୍ରମଣରେ ମେଜର ଜେନେରାଲଙ୍କ ମୃତ୍ୟୁ ହୋଇଥିବା ୟୁକ୍ରେନ୍ ଦାବି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri