ମସ୍କୋ ଉପରେ ସବୁଠୁ ବଡ଼ ଡ୍ରୋନ୍‌ ଆକ୍ରମଣ କଲା ୟୁକ୍ରେନ

କିଭ୍‌,୩୦ା୮: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧୮ ମାସ ଧରି ଚାଲିଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ସମାଧାନ ହୋଇପାରି ନାହିଁ। ଏହି ଯୁଦ୍ଧ ମଧ୍ୟରେ ରୁଷିଆ ବର୍ତ୍ତମାନ ୟୁକ୍ରେନ ବିରୋଧରେ ଗୁରୁତର ଅଭିଯୋଗ ଆଣିଛି। ରୁଷିଆ କହିଛି, ୟୁକ୍ରେନ ରୁଷିଆ ଉପରେ ସବୁଠୁ ବଡ଼ ଡ୍ରୋନ୍‌ ଆକ୍ରମଣ କରିଛି।

ରାଜ୍ୟପାଳ ତଥା ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ୟୁକ୍ରେନ ଡ୍ରୋନ୍‌ ରୁଷିଆର ପଶ୍ଚିମ ପସ୍କୋଭ ଅଞ୍ଚଳର ଇଷ୍ଟୋନିଆ ଏବଂ ଲାଟଭିଆର ସୀମା ନିକଟରେ ଥିବା ଏକ ବିମାନବନ୍ଦର ଉପରେ ଆକ୍ରମଣ କରିଥିଲା। ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ରୁଷିଆର ରାଜଧାନୀ ଚାରିପାଖରେ ଥିବା ଓରିଓଲ, ବ୍ରାନ୍‌ସ୍କ, ରିଆଜାନ, କାଲୁଗା ଏବଂ ମସ୍କୋ ଅଞ୍ଚଳରେ ଅଧିକ ୟୁକ୍ରେନ ଡ୍ରୋନ୍‌ ଆକ୍ରମଣ କରିଛି। ଅନ୍ୟପକ୍ଷରେ ୟୁକ୍ରେନ ଅଧିକାରୀ କହିଛନ୍ତି, ବୁଧବାର ସକାଳେ କିଭ୍‌ରେ ରୁଷିଆ ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?