ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୟୁକ୍ରେନ ରାଷ୍ଟ୍ରପତି ଜେଲନସ୍କି

କ୍ୱିଭ,୧୫ ।୯: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କି ଏକ କାର ଦୁର୍ଘଟଣାର ଶିକାର ହୋଇଥିଲେ ବି ଅଳ୍ପକେ ବର୍ତ୍ତି ଯାଇଛନ୍ତିି । ହେଲେ ଏଥିରେ ତାଙ୍କୁ ସାମାନ୍ୟ ଆଘାତ ଲାଗିଛି । ୟୁକ୍ରେନର ମିଡିଆ ପୋର୍ଟାଲ ଦ କ୍ୱିଭ ଇଣ୍ଡିପେଣ୍ଡେଣ୍ଟକୁ ଜେଲେନସ୍କିଙ୍କ ପ୍ରବକ୍ତା ଦେଇଥିବା ସୂଚନା ଅନୁଯାୟୀ, ଏହି ଖବର ଦିଆଯାଇଛି । ଏହି ଦୁର୍ଘଟଣାରେ ଜେଲେନସ୍କିଙ୍କର ସେମିତି କିଛି କ୍ଷତି ହୋଇ ନାହିଁ । ତାଙ୍କୁ ସାମାନ୍ୟ ଆଘାତ ଲାଗିଛି । ଜେଲେନସ୍କିଙ୍କ ପ୍ରବକ୍ତା ସେରି ନ୍ୟାକିଫୋରୋବ ୧୫ ସେପ୍ଟେମ୍ବରରେ ଏକ ଫେସବୁକ ପୋଷ୍ଟରେ ସୂଚନା ଦେଇଥିଲେ କି ରାଷ୍ଟ୍ରପତି ଜେଲେନସ୍କିଙ୍କ କାର ସହ ଏକ କାର ଧକ୍କା ହୋଇଛି ।
ମିଡିଆ ପୋର୍ଟାଲର ସୂଚନା ଅନୁଯାୟୀ, ଦୁର୍ଘଟଣା ପରେ ଜଣେ ଡାକ୍ତର ଜେଲେନସ୍କି ଓ ତାଙ୍କ ଡ୍ରାଇଭରଙ୍କର ମେଡିକାଲ ଯାଞ୍ଚ କରିଛନ୍ତି । ସେରି ନ୍ୟାକିଫୋରୋବ କହିଛନ୍ତି ଏହି ଘଟଣାର ଯାଞ୍ଚ ଲ ଏନଫୋର୍ସମେଣ୍ଟ ଏଜେନ୍ସି କରିବ । ତେବେ କ୍ୱିଭରେ ରାଷ୍ଟ୍ରପତି ଯିବା ସମୟରେ ଏହି ଦୁର୍ଘଟଣା ଘଟିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

ହର୍ମୁଜରେ କୁୱେତ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ନାବିକ ଉଦ୍ଧାର

ତେହରାନ,୩।୧୦: ହର୍ମୁଜ ପ୍ରଣାଳୀ (Strait of Hormuz) ରେ କୁୱେତୀ ପତାକାବାହୀ ଏକ ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ଏକ ପ୍ରକ୍ଷେପାସ୍ତ୍ର (projectile) ମାଡ଼ ହେବା ପରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?