ଜେଲେନ୍‌ସ୍କିଙ୍କ ଦାବି: ରୁଷିଆର ୧୦୦ ଟ୍ୟାଙ୍କ, ୨୦୦ ଜାହାଜ ନଷ୍ଟ କରିଛନ୍ତି ୟୁକ୍ରେନ୍ ସେନା

କ୍ୱିଭ,୧ ।୫: ରୁଷିଆ ୟୁକ୍ରେନ୍ ଯୁଦ୍ଧକୁ ଏକ ମାସ ପୂରଣ ହୋଇ ସାରିଲାଣି । ଏହାରି ଭିତରେ ଉଭୟ ଦେଶର ବହୁ ଧନଜୀବନ ନଷ୍ଟ ହୋଇ ସାରିଛି । ନିକଟରେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲନସ୍କି କହିଛନ୍ତି, ଯେବେଠାରୁ ରୁଷିଆ ସେନା ୟୁକ୍ରେନ୍ ଉପରେ ଆକ୍ରମଣ ଆରମ୍ଭ କଲେଣି ସେବେଠାରୁ ୟୁକ୍ରେନ୍ ସେନା ଏହାର କଡା ଜବାବ ଦେଇ ଆସିଛି । ଇତିମଧ୍ୟରେ ୟୁକ୍ରେନ୍ ସେନା ରୁଷିଆର ୧୦୦ ଟ୍ୟାଙ୍କକୁ ନଷ୍ଟ କରି ସାରିଲେଣି । କେବଳ ସେତିକି ନୁହେଁ ରୁଷିଆ ସେନାଙ୍କ ପାଖାପାଖି ୨୦୦ ବିମାନ ଓ ୨୫୦୦ ଅସ୍ତ୍ରଶସ୍ତ୍ର ଭର୍ତ୍ତି ଗାଡିକୁ ବି ୟୁକ୍ରେନ୍ ସେନା ନଷ୍ଟ କରି ଦେଇଛନ୍ତି । ଏହାସହ ଜେଲନସ୍କି କହିଛନ୍ତି, ଏତେ ନଷ୍ଟ ହେବା ପରେ ବି ରୁଷିଆ ସେନାଙ୍କ ନିକଟରେ ଆହୁରି ଅସ୍ତ୍ରଶସ୍ତ୍ର ବାକି ରହିଛି ଯାହାକୁ ନେଇ ସେ ଆଗକୁ ଆହୁରି ଲଢେଇ କରିପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri