ଜେଲେନ୍‌ସ୍କିଙ୍କ ଚେତାବନି: ଖୁବଶୀଘ୍ର ନାଟୋ ଦେଶ ଉପରେ ରୁଷିଆ କରିବ ଆକ୍ରମଣ

କ୍ୱିଭ୍‌,୧୪ ।୩: ରୁଷିଆ ଏବେ ୟୁକ୍ରେନର ରାଜଧାନୀ କ୍ୱିଭ ଦଖଲ କରିବା ଯୋଜନାରେ ରହିଛି । କିଛି ସମୟର ଅସ୍ତ୍ର ବିରତି ପରେ ରୁଷିଆ ପୁଣିଥରେ କ୍ୱିଭ ଚାରିପଟୁ ଆକ୍ରମଣ ଜାରି ରଖିଛି । ରବିବାର ରୁଷିଆ ନାଟୋ ସଦସ୍ୟ ଥିବା ପୋଲାଣ୍ଡ ସୀମାକୁ ଲାଗି ରହିଥିବା ୟୁକ୍ରେନର ପଶ୍ଚିମ ସୀମାରେ ଏକ ସେନା ପ୍ରଶିକ୍ଷଣ କେନ୍ଦ୍ର ଉପରେ ଆକ୍ରମଣ କରିଛି । ଏଥିରେ ୩୫ ସେନାଙ୍କ ମୃତ୍ୟୁ ହୋଇଥିବା ୟୁକ୍ରେନ୍ କହୁଥିବା ବେଳେ ରୁଷିଆ କହିଛି ଏହି ଆକ୍ରମଣରେ ୧୮୦ ସେନାଙ୍କ ମୃତ୍ୟୁ ହୋଇଛି । ଏହାରି ମଧ୍ୟରେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନ୍‌ସ୍କି କହିଛନ୍ତି ଖୁବଶୀଘ୍ର ରୁଷିଆ ନାଟୋ ଦେଶ ଉପରେ ଆକ୍ରମଣ କରିବାକୁ ଯାଉଛି ।
ଜେଲେନ୍‌ସ୍କି ଏକ ଭିଡିଓ ଜାରି କରି କହିଛନ୍ତି, ଯଦି ଆମର ଆକାଶକୁ ବନ୍ଦ କରି ଦିଆ ନ ଯାଏ ଅର୍ଥାତ୍ ନୋ ଫ୍ଲାଇଂ ଜୋନ ଘୋଷଣା କରା ନ ଯାଏ ତେବେ ମାତ୍ର କିଛି ସମୟ ମଧ୍ୟରେ ରୁଷିଆ ମିଶାଇଲ ଆପଣଙ୍କ ଅଞ୍ଚଳରେ ପଡିବ, ନାଟୋ ଦେଶରେ ମାଡ ଦେବ, ନାଟୋ ନାଗରିକଙ୍କ ଘରେ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?