ରୁଷିଆ-ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା: ଭାରତୀୟଙ୍କୁ ତୁରନ୍ତ ୟୁକ୍ରେନ୍‌ ଛାଡିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ/କ୍ୱିଭ୍‌,୨୦।୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ୟୁକ୍ରେନ ସୀମାନ୍ତରେ ରୁଷିଆ ଆଣବିକ ସମରାଭ୍ୟାସ ସହ ସୈନ୍ୟ ସଂଖ୍ୟା ବଢାଉଛି। ୟୁକ୍ରେନ ବିଚ୍ଛିନ୍ନତାବାଦୀଙ୍କୁ ମଧ୍ୟ ରୁଷିଆ ସମର୍ଥନ ଘୋଷଣା କରିଛି। ରୁଷିଆ ଯେକୌଣସି ମୁହୂର୍ତ୍ତରେ ୟୁକ୍ରେନ ଉପରେ ଆକ୍ରମଣ କରିପାରେ ବୋଲି କୁହାଯାଉଛି। ଏହାକ ଦୃଷ୍ଟିରେ ରଖି ସେଠାରେ ରହୁଥିବା ଭାରତୀୟଙ୍କ ପାଇଁ ୟୁକ୍ରେନର ରାଜଧାନୀ କ୍ୱିଭ୍‌ରେ ଥିବା ଭାରତୀୟ ଦୂତାବାସ ଦ୍ୱାରା ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ନିର୍ଦ୍ଦେଶନାମାରେ କୁହାଯାଇଛି ଯେ ୟୁକ୍ରେନର ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ଭାରତୀୟ ଛାତ୍ର ଏବଂ ନାଗରିକ ୟୁକ୍ରେନ ଛାଡନ୍ତୁ। ଭାରତୀୟ ଦୂତାବାସ ପକ୍ଷରୁ କୁହାଯାଇଛି ଯେ ବାଣିଜି୍ୟକ ବିମାନ ଏବଂ ଚାର୍ଟର ବିମାନ ଉପଲବ୍ଧ ହୋଇପାରେ।
ସୂଚନାଯୋଗ୍ୟ, ପ୍ରାୟ ୧୮ ହଜାର ଭାରତୀୟ ଛାତ୍ର ୟୁକ୍ରେନରେ ଫସି ରହିଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଛାତ୍ର ମେଡିକାଲ୍‌ ଶିକ୍ଷା ପାଇଁ ସେଠାକୁ ଯାଇଛନ୍ତି। ସେମାନେ ଭାରତ ଆସିବାକୁ ସରକାରଙ୍କୁ ସାହାଯ୍ୟ ମାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri