୧୩,୦୦୦ ସେନାଙ୍କର ମୃତ୍ୟୁ ସ୍ୱୀକାର କରି ଟୁଇଟ୍ ହଟାଇଲା ରୁଷିଆ

ମସ୍କୋ,୨୩ ।୪: ୟୁକ୍ରେନ୍‌-ରୁଷିଆ ଯୁଦ୍ଧକୁ ୫୮ ଦିନ ହୋଇଥିବା ବେଳେ ଏବେ ରୁଷିଆ ଗୋଟିଏ ପରେ ଗୋଟିଏ ସତ ସ୍ୱୀକାର କରୁଛି । ମିଳିଥିବା ସୂଚନା ମୁତାବକ ଏବେ ରୁଷିଆ ସ୍ୱୀକାର କରିଛି କି ୟୁକ୍ରେନ୍ ଯୁଦ୍ଧରେ ରୁଷିଆର ୧୩,୪୧୪ ସେନାଙ୍କର ମୃତ୍ୟୁ ହୋଇଛି । କ୍ରିମଲିନ ସମର୍ଥକ ମିଡିଆ ରେଡୋକ୍ୱା ଦ୍ୱାରା କରାଯାଇଥିବା ଯୁଇଟ୍ ଅନୁଯାୟୀ, ଆକ୍ରମଣରେ ଏବେବି ୭ ହଜାର ସେନା ନିଖୋଜ ଅଛନ୍ତି । ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟର ଗୋପନୀୟ ବ୍ରିଫିଙ୍ଗରେ ଏହା କୁହାଯାଇଛି, ହେଲେ ରେଡୋକ୍ୱା ପରେ ଏହି ଟୁଇଟକୁ ଡିଲିଟ କରିଦେଇଛି ।
ସୂଚନାଯୋଗ୍ୟ, ଗତ ଫେବୃୟାରୀରୁ ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଆରମ୍ଭ ହୋଇଥିବା ବେଳେ ଏବେ ଏହା ଦୁଇମାସ ପୂରଣ ହେବାକୁ ଯାଉଛି । ଏହାରି ଭିତରେ ଉଭୟ ଦେଶ ନାନା କ୍ଷତି ସହିଲେଣି । ଏହାପରେ ବି କେହି ଯୁଦ୍ଧ ବିରାମ କଥା ଚିନ୍ତା କରୁ ନାହାନ୍ତି । ତେଣୁ ପରିସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା କହିବା ମେଡିକାଲ ଛାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଲା

ମୁମ୍ବାଇ,୧୩।୬: ପ୍ରଣୀତ ମୋରେଙ୍କ ଶୋ’ରେ ଉପସ୍ଥିତି ସମୟରେ MBBS ଛାତ୍ରୀ ସେଜଲ ପାୱାରଙ୍କ ଦ୍ୱାରା କରାଯାଇଥିବା ଏକ ବ୍ୟଙ୍ଗ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଷ୍ଟାଣ୍ଡ-ଅପ କମେଡି…

ଆଖି ଆଗରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ: ଭାଇରାଲ ହେଉଛି ଭିଡିଓ…

ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ | ମୋହନା,୧୩।୬( ମନ୍ମଥ ମିଶ୍ର ): ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ । କିଛିଦିନ ହେବ…

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

ଖୁସି ଖବର: ଖୁବ ଶୀଘ୍ର ଖୋଲିବ ହର୍ମୁଜ; ଇରାନ-ଆମେରିକା ଶାନ୍ତି ଚୁକ୍ତିରେ ଲାଗିଲା ମୋହର? ରିପୋର୍ଟରେ ନୂଆ ଦାବି

ତେହରାନ,୧୩।୬: ଭାରତ ସମେତ ସମଗ୍ର ବିଶ୍ୱ ପାଇଁ ଏକ ଖୁସି ଖବର। ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଦ୍ୱାରା ଭାରତ ସମେତ ଅନେକ ଦେଶରେ ଅଶୋଧିତ ତୈଳ…

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri