ଦୁଇ ଲକ୍ଷ ଶିଶୁଙ୍କୁ ବନ୍ଦୀକରି ରଖିଛି ରୁଷିଆ: ୟୁକ୍ରେନ୍‌

କ୍ୱିଭ,୬ ।୫: ରୁଷିଆ-ୟୁକ୍ରେନ୍ ଯୁଦ୍ଧ କିଛିଦିନ ମଧ୍ୟରେ ଶେଷ ହେବ ବୋଲି ଆଶା କରାଯାଉଛି । ହେଲେ ଏହାରି ଭିତରେ ଉଭୟ ଦେଶର ବହୁ କ୍ଷତି ହାଇଥିଲେ ବି କେହି ମୁଣ୍ଡ ନୁଆଇଁବାକୁ ରାଜି ନୁହେଁ । ରୁଷିଆ ଦ୍ୱାରା ୟୁକ୍ରେନ ଉପରେ ହୋଇଥିବା ଆକ୍ରମଣକୁ ସାରା ବିଶ୍ୱ ନିନ୍ଦା କରିଥିବା ବେଳେ ବୁଚା ନରସଂହାର ବି ଆସିଥିଲା ଚର୍ଚ୍ଚାକୁ । ନିକଟରେ ମିଳିତ ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରସ ୟକ୍ରେନର ବନ୍ଦର ସହରରେ ଫସି ରହିଥିବା ନାଗରିକଙ୍କୁ ଉଦ୍ଧାର କରିବା ପାଇଁ ଓକିଲାତି କରିବାକୁ ମସ୍କୋ ଓ କ୍ୱିଭ ଯାତ୍ରା କରିଥିଲେ । ଏହାପରେ ଶହ ଶହ ଲୋକଙ୍କୁ ଉଦ୍ଧାର କରାଯାଇଥିଲା । ଏହି ଯୁଦ୍ଧରେ ଲଗାତାର ଭାବେ ସାଧାରଣ ନାଗରିକ ଟାର୍ଗେଟକୁ ଆସୁଥିବା ବେଳେ ହଜାର ହଜାର ନିର୍ଦ୍ଦୋଷଙ୍କର ମୃତ୍ୟୁ ହେଉଛି । ଆଉ ଅନ୍ୟପଟେ ଲକ୍ଷ ଲକ୍ଷ ଲୋକ ଘରଛାଡି ବାହାର ଦେଶରେ ଶରଣ ନେଇଛନ୍ତି । ଇତିମଧ୍ୟରେ ୟୁକ୍ରେନ୍ ଏବେ ରୁଷିଆ ଉପରେ ବଡ ଅଭିଯୋଗ ଆଣିଛି । ୟୁକ୍ରେନ୍ କହିଛି ମସ୍କୋର ସେନା ପାଖାପାଖି ୨ ଲକ୍ଷ ୟୁକ୍ରେନ୍ ଶିଶୁଙ୍କୁ ଜବରଦସ୍ତ ରୁଷିଆ ନେଇଯାଇଛନ୍ତି । ହେଲେ ରୁଷିଆ କହିଛି, ସେ ବହୁ ସଂଖ୍ୟାରେ ୟୁକ୍ରେନବାସୀଙ୍କୁ ଉଦ୍ଧାର କରି ପରେ ରୁଷିଆ ନେଇ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?