ସମଗ୍ର ବିଶ୍ୱ ପାଇଁ ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଶେଷ ହେବା ଉଚିତ: ଆଣ୍ଟୋନିଓ ଗୁଟେରସ

ୱାଶିଂଟନ,୬ ।୫: ରୁଷିଆ-ୟୁକ୍ରେନ ଯୁଦ୍ଧ ୨ ମାସରୁ ଅଧିକ ସମୟ ହେଲା ଜାରି ରହିଛି । ଏହାରି ଭିତରେ ରୁଷିଆ ୟୁକ୍ରେନର ପ୍ରାୟ ସମସ୍ତ ବଡ ବଡ ସହରକୁ ନଷ୍ଟ କରି ସାରିଛି । ୭୨ ଦିନ ହେବ ଚାଲିଥିବା ଏହି ଯୁଦ୍ଧରେ ଉଭୟ ଦେଶର ନାନା କ୍ଷୟକ୍ଷତି ହୋଇଥିଲେ ମଧ୍ୟ ଯୁଦ୍ଧ ଶେଷ କରିବାକୁ କେହି ପ୍ରସ୍ତୁତ ନୁହେଁ । ଇତିମଧ୍ୟରେ ଗୁରୁବାର ଅର୍ଥାତ୍ ମେ’ ୫ରେ ମିଳିତ ଜାତିସଂଘ ଓ କିଛି ଦେଶ ୟୁକ୍ରେନରେ ଲାଗି ରହିଥିବା ଯୁଦ୍ଧକୁ ଶେଷ କରିବାକୁ ଆହ୍ୱାନ ଦେଇଛନ୍ତି । ଆମେରିକା ଦ୍ୱାରା ଆୟୋଜିତ ସୁରକ୍ଷା ପରିଷଦ ବୈଠକରେ ମିଳିତ ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରସ କହିଛନ୍ତି, ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ଏହାର ଆଞ୍ଚଳିକ ଅଖଣ୍ଡତା ଏବଂ ମିଳିତ ଜାତିସଂଘର ଚାର୍ଟରର ଉଲ୍ଲଂଘନ ଅଟେ । ସେ ଆହୁରି ମଧ୍ୟ କହିଛନ୍ତି ସମଗ୍ର ବିଶ୍ୱ ପାଇଁ ରୁଷିଆ-ୟୁକ୍ରେନ ଏହି ଯୁଦ୍ଧ ଶେଷ କରିବା ଆବଶ୍ୟକ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri