ଦୋହଲିଗଲା କ୍ୱିଭ: ୫୦ ବିସ୍ଫୋରଣ ସହ ଗର୍ଜିଲା ମେଶିନ ଗନ

କ୍ୱିଭ,୨୬ ।୨: କିଛି ସମୟର ନିରବତା ପରେ ପୁଣି ୟୁକ୍ରେନ ଉପରେ ଗର୍ଜିଛି ରୁଷିଆ । ୟୁକ୍ରେନର ରାଜଧାନୀ କ୍ୱିଭର ଶୁଲ୍ୟାବକା ଓ ବେରେଷ୍ଟିସ୍କାରେ ମେଶିନ ଗନରୁ ଗୁଳି ବର୍ଷଣ କରାଯାଇଥିବା ଖବର ଆସିଛି । ୟୁକ୍ରେନରେ ଯୁଦ୍ଧର ତୃତୀୟ ଦିନରେ ରୁଷିଆ ପକ୍ଷରୁ ସକାଳୁ ସକାଳୁ ଶୁଲ୍ୟାବକାର ସିଟି ଜୁ ନିକଟରେ ୫୦ରୁ ଅଧିକ ବିସ୍ଫୋରଣ ହେବା ସହ ମେଶିନ ଗନରୁ ଫାୟରିଂ ହୋଇଥିବା କୁହାଯାଉଛି । ଏଥିରେ ରାଜଧାନୀ କ୍ୱିଭ ସମ୍ପୂର୍ଣ୍ଣ ଭାବେ ଦୋହଲି ଯାଇଥିବା କୁହାଯାଉଛି । ଗୋଟିଏ ପଟେ ରୁଷିଆର ଘନ ଘନ ଆକ୍ରମଣ ଓ ଅନ୍ୟପଟେ ୟୁକ୍ରେନ ଭୁସୁଡି ପଡିବାର ଚିତ୍ର ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ବହୁ ଚେଷ୍ଟା ପରେ ବି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣକୁ ଏପର୍ଯ୍ୟନ୍ତ ବନ୍ଦ କରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri