ଏଲନ ମସ୍କଙ୍କୁ ସାହାଯ୍ୟ ମାଗିଲେ ୟୁକ୍ରେନ୍ କମାଣ୍ଡର

କ୍ୱିଭ,୧୨ ।୫: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ମାରିଉପୋଲରେ ଜଣେ ୟୁକ୍ରେନ୍ କମାଣ୍ଡର ବୁଧବାର ସିଧାସଳଖ ଭାବେ ବିଶ୍ୱର ସବୁଠାରୁ ଧନି ବ୍ୟକ୍ତି ଏଲନ ମସ୍କଙ୍କୁ ସାହାଯ୍ୟ ମାଗିଛନ୍ତି । ରୁଷିଆ ସେନା ଦ୍ୱାରା କବଜା କରାଯାଇଥିବା ଦକ୍ଷିଣ ସହରରେ ଫସି ରହିଥିବା ଲୋକଙ୍କୁ ବାହାର କରିବାରେ ସାହାଯ୍ୟ କରିବାକୁ ସେ ମସ୍କଙ୍କୁ କହିଛନ୍ତି ।
୩୬ତମ ସେପରେଟ ମରିନ ବ୍ରିଗେଡର କମାଣ୍ଡର ଏରହି ବୋଲିନା କହିଛନ୍ତି, ସେ ମସ୍କଙ୍କ ପର୍ଯ୍ୟନ୍ତ ତାଙ୍କ ବାର୍ତ୍ତା ପହଞ୍ଚାଇବାକୁ ସେ ଟୁଇଟର ଆକାଉଣ୍ଟ ଖୋଲିଛନ୍ତି । ପୋଷ୍ଟରେ ସେ ଲେଖିଛନ୍ତି, ଲୋକ କହୁଛନ୍ତି ଆପଣ ଭିନ୍ନ ଗ୍ରହରୁ ଆସିଛନ୍ତି, ଆଉ ଲୋକଙ୍କୁ ଏହା କହିବାକୁ ଆସିଛନ୍ତି ଯେ, ଯାହା ଅସମ୍ଭବ ଦେଖାଯାଉଛି ତାହା ବି ମିଳିପାରିବ । ଆମେ ପାଖାପାଖି ଗ୍ରହରେ ରହୁଛେ । ହେଲେ ମୁଁ ଯେଉଁଠି ରହୁଛି ସେଠାରେ ବଞ୍ଚି ରହିବା କଷ୍ଟକର ବ୍ୟାପାର । ମୁଁ ଆପଣଙ୍କୁ ଅନୁରୋଧ କରୁଛି ଅଜୋବସ୍ତରୁ ବାହାରକୁ ବାହରିବାରେ ଆମ ସାହାଯ୍ୟ କରନ୍ତୁ ।
ବୋଲିନା ଫେସବୁକରେ ଏକ ପୋଷ୍ଟ କରି ଏଲନ ମସ୍କଙ୍କୁ ସୁପରମ୍ୟାନ କହି ତାଙ୍କୁ ସାହାଯ୍ୟ ମାଗିଛନ୍ତି । ହେଲେ ମସ୍କଙ୍କ ପକ୍ଷରୁ ଏହି ପୋଷ୍ଟକୁ ନେଇ ଏପର୍ଯ୍ୟନ୍ତ କୌଣସି ଉତ୍ତର ଆସିନାହିଁ ବା କୌଣସି ଟିପ୍ପଣି ଦିଆଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri