ମ୍ୟାଡ୍ରିଡରେ ୟୁକ୍ରେନ୍ ଦୂତାବାସ ବାହାରେ ବିସ୍ଫୋରଣ, ଜଣେ ଆହତ, ୟୁକ୍ରେନ କହିଲା ଦୂତାବାସର ସୁରକ୍ଷା ବଢାଇବେ

ମ୍ୟାଡ୍ରିଡ,୩ ।୧୨: ସ୍ପେନର ମ୍ୟାଡ୍ରିଡରେ ଥିବା ୟୁକ୍ରେନର ଦୂତାବାସ ବାହାରେ ବୁଧବାର ଏକ ବିସ୍ଫାରଣ ହୋଇଥିଲା । ଏଥିରେ ଜଣେ ବ୍ୟକ୍ତି ଆହତ ହୋଇଥିଲେ । ମିଡିଆ ରିପୋର୍ଟ ଅନୁଯାୟୀ, ଯେତେବେଳେ ଦୂତାବାସର କର୍ମଚାରୀ ସେଠାରେ ରଖାଯାଇଥିବା ପତ୍ରଗୁଡିକ ଠିକ ଭାବେ ରଖୁଥିଲେ ସେତେବେଳେ ଏହି ବିସ୍ଫୋରଣ ହୋଇଥିଲା । ସେହି ସମୟରେ ଏମାନଙ୍କ ହାତରେ ଏକ ପତ୍ର ଲାଗିଥିଲା । ଏହା ଖୁବ ଓଜନିଆ ଥିଲା । ତେବେ ସେମାନେ ଏହାକୁ ହଲାଇବାରୁ ଏଥିରେ ବିସ୍ଫୋରଣ ହେଲା । ଯଦିଓ ଏହି ବିସ୍ଫୋରଣରେ କର୍ମଚାରୀଙ୍କ ଜୀବନ ବଞ୍ଚି ଯାଇଥିଲା ହେଲେ ତାଙ୍କ ହାତ ଓ ଶରୀରର ଆଉ କିଛି ଅଂଶରେ ଆଘାତ ଲାଗିଥିବା କୁହାଯାଉଛି । ସେ ଗୁରୁତର ଆହତ ହୋଇଥିଲେ ବି ଚିକିତ୍ସା ପାଇଁ ନିଜେ ହସ୍ପିଟାଲରେ ପହଞ୍ଚିଥିଲେ । ଏହି ଘଟଣା ପରେ ୟୁକ୍ରେନର ବୈଦେଶିକ ମନ୍ତ୍ରଣାଳୟର ମନ୍ତ୍ରୀ ଦିମିତ୍ରୋ କୁଲେବା ସମସ୍ତ ୟୁକ୍ରେନ ଦୂତାବାସର ସୁରକ୍ଷା କଡା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri