ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହଟାଇବ ୟୁକ୍ରେନ୍‌, ଜେଲେନସ୍କି ନେବେ ପଦକ୍ଷେପ…

କିଭ୍‌,୭।୨ : ୟୁକ୍ରେନର ପ୍ରତିରକ୍ଷା ମନ୍ତ୍ରୀ ଓଲେକ୍ସି ରେଜନିକୋଭ ଅସୁବିଧାରେ ପଡ଼ିବେ ବୋଲି ଆଶଙ୍କା ପ୍ରକାଶ ପାଇଛି। ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶୀଘ୍ର ତାଙ୍କୁ ପ୍ରତିରକ୍ଷା ମନ୍ତ୍ରୀ ପଦରୁ ହଟାଇ ପାରନ୍ତି। ବରିଷ୍ଠ ଆଇନଜୀବୀ ଡେଭିଡ ଆରାଖମିଆ କହିଛନ୍ତି ଯେ ଓଲେକ୍ସି ରେଜନିକୋଭଙ୍କୁ ସାମରିକ ଗୁପ୍ତଚର ମୁଖ୍ୟଙ୍କ ସ୍ଥାନରେ ରଖାଯିବ। ତେବେ କିରିଲ ବୁଦାନୋଭ କେବେ ପ୍ରତିରକ୍ଷା ମନ୍ତ୍ରୀ ପଦ ଗ୍ରହଣ କରିବେ ଏହି ସୂଚନା ଦିଆଯାଇ ନାହିଁ। ରେଜନିକୋଭଙ୍କ ମନ୍ତ୍ରଣାଳୟ ଦୁର୍ନୀତିରେ ପରିପୂର୍ଣ୍ଣ ବୋଲି ଜଣାପଡିଛି।

କୁହାଯାଉଛି ଯେ ଓଲେକ୍ସି ରେଜନିକୋଭଙ୍କୁ ପ୍ରତିରକ୍ଷା ମନ୍ତ୍ରଣାଳୟରୁ ହଟାଇ ଦିଆଯିବ ଏବଂ ରଣନୀତିକ ଶିଳ୍ପ ଦାୟିତ୍ୱ ଦିଆଯିବ। ସାଂସଦ ଆରାଖମିଆ କହିଛନ୍ତି ଯେ ସମୟ ଏବଂ ପରିସ୍ଥିତିକୁ ଆଧାର କରି ପରିବର୍ତ୍ତନ ଆବଶ୍ୟକ ଏବଂ ଭବିଷ୍ୟତରେ ମଧ୍ୟ ଏହା ଘଟିବ। ଶତ୍ରୁ ଆଗକୁ ବଢ଼ିବାକୁ ଯାଉଛନ୍ତି ଏବଂ ଆମେ ନିଜକୁ ରକ୍ଷା କରିବାକୁ ପ୍ରସ୍ତୁତ ହେଉଛୁ। ରେଜନିକୋଭ ନଭେମ୍ବର ୨୦୨୧ ରେ ପ୍ରତିରକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିଥିଲେ ଏବଂ ୟୁକ୍ରେନ ଦୈନ୍ୟବାହିନୀକୁ ମଜବୁତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri