୨୦ ପ୍ରତିଶତ ଅଞ୍ଚଳକୁ ଫେରାଇ ନେଲା ୟୁକ୍ରେନ

କ୍ୱିଭ୍‌,୪ା୬: ୟୁକ୍ରେନ-ରୁଷିଆ ଯୁଦ୍ଧ ହେବାର ତିନି ମାସରୁ ଅଧିକ ହୋଇଥିଲେ ମଧ୍ୟ ଥମିବାର ନାଁ ନେଉନି। ପୂର୍ବ ୟୁକ୍ରେନ ସହରଗୁଡ଼ିକରେ ରୁଷିଆ ଏବଂ ୟୁକ୍ରେନର ସୈନ୍ୟବାହିନୀ ମଧ୍ୟରେ ଭୟଙ୍କର ଯୁଦ୍ଧ ଆରମ୍ଭ ହୋଇଛି। ୟୁକ୍ରେନ ସୈନ୍ୟମାନେ ଡୋନାବାସର ବୃହତ୍ତମ ତଥା ଗୁରୁତ୍ୱପୂର୍ଣ୍ଣ ସହର ସାଇରୋଡୋନଟସ୍କରେ ରୁଷିଆର ସୈନ୍ୟ ପ୍ରବେଶ କରୁଥିବା ଖବର ଦେଇଥିଲେ। ଶନିବାର ଯୁଦ୍ଧ ସମୟରେ, ୟୁକ୍ରେନ ପୂର୍ବ ଡୋନାବାସ ଅଞ୍ଚଳକୁ ନେବା ପାଇଁ ରୁଷିଆ ଆକ୍ରମଣ ଦ୍ୱାରା ଦଖଲ ହୋଇଥିବା ସାଇରୋଡୋନଟସ୍କ ସହରର ଏକ ଅଂଶକୁ ଫେରାଇ ନେଇଥିଲା। ଲୁହାନସ୍କର ପୂର୍ବ ଅଞ୍ଚଳର ମୁଖ୍ୟ କହିଛନ୍ତି, ରୁଷିଆ ସହିତ ୟୁକ୍ରେନ ପ୍ରାଣମୂର୍ଚ୍ଛା ଲଢ଼େଇ କରି ସାଇରୋଡୋନଟସ୍କ ସହରରେ ଅଧିକୃତ ଅଞ୍ଚଳର ୨୦ ପ୍ରତିଶତ ଫେରାଇ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri