ନିମନ୍ତ୍ରଣ କରାନଯିବା ନେଇ ଅସନ୍ତୋଷ ଝାଡିଲା ୟୁକ୍ରେନ

କିଭ୍‌,୧୦।୯: ୨୦୨୪ରେ ଭାରତ ଜି-୨୦ ଶିଖର ସମ୍ମିଳନୀର ଅଧ୍ୟକ୍ଷତା କରିଛି। ବୈଠକରେ ଦିଲ୍ଲୀ ଘୋଷଣାନାମାକୁ ସହମତି ମିଳିବା ପରେ ଭାରତ କୂଟନୈତିକ ସ୍ତରକୁ ବିଶ୍ୱସ୍ତରରେ ପ୍ରଶଂସା କରାଯାଉଛି। ଅନ୍ୟପକ୍ଷରେ, ୟୁକ୍ରେନ ଏହି ଘୋଷଣାନାମାକୁ ନେଇ ନିଜର ଆପତ୍ତି ଜଣାଇଛି।

ୟୁକ୍ରେନର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଓଲେଗ ନିକୋଲେଙ୍କୋ ଫେସବୁକରେ ଲେଖିଛନ୍ତି, ଘୋଷଣାନାମାକୁ ନେଇ ଗର୍ବ କରିବାର କିଛି ନାହିଁ। ଯୁଦ୍ଧ ପରିସ୍ଥିତିକୁ ନେଇ ୟୁକ୍ରେନର ଉପସ୍ଥିତି ଅନ୍ୟ ଦେଶମାନଙ୍କ ସହ ମିଳିତ ଭାବେ ଆଲୋଚନା କରାଯାଇ ପାରିଥା’ନ୍ତା। କିନ୍ତୁ ଏପରି କ୍ଷେତ୍ରରେ ଭାରତ, ରାଷ୍ଟ୍ରପତି ଭୋଲଡିମିର ଜେଲେନସ୍କିଙ୍କୁ ନିମନ୍ତ୍ରଣ କରିନାହାଁନ୍ତି। ଫେବୃଆରୀ ୨୦୨୨ରୁ ଋଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଛି ଏବଂ ସେହି ଦିନଠାରୁ ଅନେକ ପାଶ୍ଚାତ୍ୟ ଦେଶ ୟୁକ୍ରେନକୁ ସମର୍ଥନ କରି ଠିଆ ହୋଇଛନ୍ତି। କିନ୍ତୁ ଏଭଳି ପରିସ୍ଥିତିରେ ଜି-୨୦ ବୈଠକରେ ଋଷିଆକୁ ନିନ୍ଦା କରାଗଲା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri