ନାଟୋ ଯୋଗୁ ଆରମ୍ଭ ହୋଇଛି ୟୁକ୍ରେନ୍‌ ଯୁଦ୍ଧ, କହିଲେ ଖାମନେଇ…

ତେହେରାନ/ମସ୍କୋ,୨୧।୭ : ରୁଷିଆ-ୟୁକ୍ରେନ ଯୁଦ୍ଧକୁ ୫ ମାସ ବିତିଗଲାଣି। ରୁଷିଆ ସୈନ୍ୟ ୟୁକ୍ରେନ୍‌ ଦଖଲ ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଅପରପକ୍ଷରେ ଇରାନ ଗସ୍ତରେ ଆସିଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତେହେରାନରେ ପ୍ରାୟ ୪୦ ବିଲିୟନ ଡଲାରର ଚୁକ୍ତି କରିଛନ୍ତି। ଏହି ସମୟରେ ସେ ଇରାନର ସର୍ବୋଚ୍ଚ ନେତା ଅୟତୁଲ୍ଲା ଅଲି ଖାମନେଇଙ୍କୁ ମଧ୍ୟ ଭେଟିଛନ୍ତି। ଏହି ଅବସରରେ ଖାମନେଇ ନାଟୋ ଦେଶଗୁଡ଼ିକୁ ବିପଜ୍ଜନକ ପ୍ରାଣୀ ବୋଲି କହିଥିଲେ। ନାଟୋ ଯୋଗୁ ୟୁକ୍ରେନ୍‌ ଯୁଦ୍ଧ ଆରମ୍ଭ ହୋଇଛି ବୋଲି ସେ କହିଥିଲେ।

ପୁଟିନ-ଖାମନେଇ ବୈଠକରେ ଇରାନର ସର୍ବୋଚ୍ଚ ନେତା କହିଛନ୍ତି ଯେ ପାଶ୍ଚାତ୍ୟ ଦେଶଗୁଡିକ ଏକ ଶକ୍ତିଶାଳୀ ତଥା ନିରପେକ୍ଷ ରୁଷିଅକେୁ ବିରୋଧ କରୁଛନ୍ତି।

ସେ ପୁଟିନଙ୍କୁ କହିଛନ୍ତି ଯେ ଯୁଦ୍ଧ ଏକ ହିଂସାତ୍ମକ ତଥା କଷ୍ଟସାଧ୍ୟ ପ୍ରସଙ୍ଗ, କିନ୍ତୁ ୟୁକ୍ରେନକୁ ଆପଣ ଆରମ୍ଭ କରି ନାହାଁନ୍ତି, କିନ୍ତୁ ଯୁଦ୍ଧ ଆରମ୍ଭ କରିଥିବା ଅନ୍ୟ ପକ୍ଷ ଅର୍ଥାତ୍‌ ନାଟୋ ଏହା କରିଛି। ସେ କହିଛନ୍ତି ଯେ ଯଦି ୟୁକ୍ରେନରେ ନାଟୋର କାର୍ଯ୍ୟକଳାପ ବନ୍ଦ ନହୁଏ ତେବେ ସ୍ଥିତି ଅଧିକ ସଙ୍କଟ ଜନକ ହେବ।

ଇରାନ ଗଣମାଧ୍ୟମ ପୁଟିନଙ୍କ ଉଦ୍ଦେଶ୍ୟରେ କହିଛି ଯେ ୟୁକ୍ରେନରେ ସାଧାରଣ ଲୋକଙ୍କ ମୃତ୍ୟୁ ଏକ ବଡ ଦୁଃଖଦ ଘଟଣା। କିନ୍ତୁ ଏଥିପାଇଁ ପାଶ୍ଚାତ୍ୟ ଦେଶଗୁଡ଼ିକ ସମ୍ପୂର୍ଣ୍ଣ ଦାୟୀ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri