Posted inଜାତୀୟ

ବିଜୁଳିକୁ ମହଙ୍ଗା କରିଛି ୟୁକ୍ରେନ୍‌ ଯୁଦ୍ଧ, କୋଇଲା ବଜାର ଅସ୍ଥିରତା

ପଣଜୀ,୨୨ା୯ (ପି.ଟି.): ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ଏବଂ ଅସ୍ଥିର କୋଇଲା ବଜାର ଭଳି ବୈଶ୍ୱିକ ସଙ୍କଟ ଭାରତରେ ବିଦ୍ୟୁତ୍‌ ମୂଲ୍ୟ ଉପରେ ପ୍ରତ୍ୟକ୍ଷ ପ୍ରଭାବ ପକାଇଛି। ଫଳରେ କେବଳ ସୁରକ୍ଷିତ ଅବାଧ ବିଦ୍ୟୁତ ଯୋଗାଣ ପାଇଁ ଅଧିକ ପ୍ରିମିୟମ୍‌ ପୈଠ କରିବାକୁ ପଡ଼ୁଥିବା ଗୋଆ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜମେଣ୍ଟ ଏବଂ ବ୍ରିଟେନ୍‌ର କିଙ୍ଗଷ୍ଟନ୍‌ ୟୁନିଭର୍ସିଟିର ମିଳିତ ଅଧ୍ୟୟନରୁ ଜଣାପଡ଼ିଛି।
ଭାରତରେ ବିଦ୍ୟୁତ୍‌ ମୂଲ୍ୟ କାହଁିକି ବର୍ତ୍ତମାନ ବଜାର ମୂଲ୍ୟ ତୁଳନାରେ ଅଧିକ ରହୁଛି, ଅଧ୍ୟୟନରେ ନିର୍ଦ୍ଦିଷ୍ଟ ଭାବେ ତାହା ଉପରେ ଅନୁଧ୍ୟାନ କରାଯାଇଥିଲା। କୋଇଲା ମୂଲ୍ୟରେ ଅସ୍ଥିରତା, ଭୂରାଜନୈତିକ ଉତ୍ତେଜନା, ଘରୋଇ ଚାହିଦା ଢାଞ୍ଚା ଏବଂ ନୀତିରେ ଅନିଶ୍ଚିତତା ଏହା ପଛର ମୁଖ୍ୟ କାରଣ ବୋଲି ଜଣାପଡ଼ିଛି। ଗୋଆ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜମେଣ୍ଟର ଆସିଷ୍ଟାଣ୍ଟ ପ୍ରଫେସର ପ୍ରକାଶ ସିଂ କହିଛନ୍ତି, ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ରିସ୍କ ପ୍ରିମିୟମ ଏବଂ ବଜାର ଅସ୍ଥିରତାକୁ ଉଲ୍ଲେଖନୀୟ ଭାବେ ବଢ଼ାଇଦେଇଛି। ଅଧିକ ଚାହିଦା ଥିବା ସମୟ (ସନ୍ଧ୍ୟା ୬ରୁ ରାତି ୧୧ଟା)ରେ ବିଦ୍ୟୁତ୍‌ ଯୋଗାଣ ରିସ୍କ ପ୍ରିମିୟମ୍‌ ଅଧିକ ରହୁଥିବାବେଳେ ସପ୍ତାହାନ୍ତରେ ଏହା ୧୩% ପର୍ଯ୍ୟନ୍ତ ବଢ଼ିଯାଉଛି। ବିଦ୍ୟୁତ ଯୋଗାଣରେ ଅତ୍ୟଧିକ ନିଅଣ୍ଟ ଥିବା ଏଥିରୁ ପ୍ରତିଫଳିତ ହେଉଛି। ଉପରୋକ୍ତ ଦୁର୍ବଳତାଗୁଡ଼ିକର ସମାଧାନ ଆବଶ୍ୟକ ବୋଲି ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri