ରୁଷିଆ ଉପରେ ୟୁକ୍ରେନର ଡ୍ରୋନ୍‌ ଆକ୍ରମଣ…

ମସ୍କୋ,୯।୮ : ରୁଷିଆ-ୟୁକ୍ରେନ ଯୁଦ୍ଧ ଏକ ବର୍ଷରୁ ଅଧିକ ସମୟ ଧରି ଚାଲିଛି। ଉଭୟ ଦେଶ କ୍ରମାଗତ ଭାବରେ ପରସ୍ପର ବିରୁଦ୍ଧରେ ଡ୍ରୋନ ଯୁଦ୍ଧ ଜାରି ରଖିଛନ୍ତି। ଏହି ସମୟରେ ରୁଷିଆ ଦାବି କରିଛି ମସ୍କୋ ଅଭିମୁଖେ ଆସୁଥିବା ଦୁଇଟି ଯୁଦ୍ଧ ଡ୍ରୋନକୁ ଖସାଇ ଦେଇଛି। ରୁଷ ଏହା ମଧ୍ୟ ଦାବି କରିଛି ଉଭୟ ଡ୍ରୋନ ଦ୍ୱାରା କେହି ହତାହତ ହୋଇନାହାଁନ୍ତି।

ମସ୍କୋ ମେୟର ସରୋଜ ସୋବିୟାନିନ ତାଙ୍କ ଟେଲିଗ୍ରାମ ଚ୍ୟାନେଲରେ ରିପୋର୍ଟ କରି କହିଛନ୍ତି ମସ୍କୋ ସହରର ଆକାଶରେ ଦୁଇଟି ଯୁଦ୍ଧ ଡ୍ରୋନ ଦେଖାଯାଇଥିଲା, ବାୟୁ ପ୍ରତିରକ୍ଷା ପ୍ରଣାଳୀ ଦ୍ୱାରା ଗୁଳି ଚାଳନା କରା ଯାଇଥିଲା। ଗୋଟିଏ ଡୋମୋଡେଡୋଭୋ ଅଞ୍ଚଳରେ ଏବଂ ଅନ୍ୟଟି ମିନସ୍କ ରାଜପଥ ନିକଟରେ ଖସାଇ ଦିଆଯାଇଥିଲା।

ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟ ଦାବି କରିଛି ରୁଷିଆ ବିରୁଦ୍ଧରେ ୟୁକ୍ରେନ ବ୍ୟବହାର କରିଥିବା ଦୁଇଟି ଡ୍ରୋନକୁ ସଫଳତାର ସହ ଆକାଶରେ ନଷ୍ଟ କରାଯାଇଛି। ରାତିରେ ଉଭୟ ଡ୍ରୋନକୁ ଗୁଳି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

ଏହି ଦିନଠୁ ଆରମ୍ଭ ହେବ IPL 2026: ଆସିଗଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିୟର ଲିଗର ପରବର୍ତ୍ତୀ ସିଜିନ ୨୬ ମାର୍ଚ୍ଚରୁ ମେ ୩୧ (ଟୁର୍ନାମେଣ୍ଟ ପାଇଁ ନିର୍ଦ୍ଧାରିତ ସମୟ) ମଧ୍ୟରେ ଅନୁଷ୍ଠିତ ହେବ। ରୟାଲ ଚ୍ୟାଲେଞ୍ଜର୍ସ...

ଭୋଟର ଲିଷ୍ଟରୁ କଟିଲା ୫୮ଲକ୍ଷରୁ ଅଧିକଙ୍କ ନାମ ନିର୍ବାଚନ କମିଶନ ଜାରି କଲେ SIRର ଡ୍ରାପ୍ଟ ଲିଷ୍ଟ

କୋଲକାତା,୧୬।୧୨: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ, ନିର୍ବାଚନ କମିଶନ ମଙ୍ଗଳବାର ସକାଳେ ତାଙ୍କ ୱେବସାଇଟରେ ୨୦୨୬ ଡ୍ରାଫ୍ଟ ଭୋଟର ତାଲିକାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri