ବିଟ୍ରେନରେ ୟୁକ୍ରେନୀୟ ରାଜଦୂତଙ୍କୁ ପଦରୁ ବହିଷ୍କାର କଲେ ଜେଲେନସ୍କି

କିଭ୍‌,୨୨।୭: ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ବ୍ରିଟେନରେ ୟୁକ୍ରେନୀୟ ରାଷ୍ଟ୍ରଦୂତ ଭାଡିମ ପ୍ରିଷ୍ଟାଇକୋଙ୍କୁ ତାଙ୍କ ପଦରୁ ବହିଷ୍କାର କରିଛନ୍ତି। କୁହାଯାଉଛି କି, କିଛି ଦିନ ପୂର୍ବରୁ ପ୍ରିଷ୍ଟିଇକୋ ଜେଲେନସ୍କିଙ୍କୁ ସର୍ବସାଧାରଣରେ ସମାଲୋଚନା କରିଥିଲେ।

ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରରୁ ସୂଚନା ମିଳିଛି। ନୋଟିସ୍‌ରେ କୁହାଯାଇଛି କି, ଅନ୍ତର୍ଜାତୀୟ ସାମୁଦ୍ରିକ ସଂଗଠନରେ ୟୁକ୍ରେନର ପ୍ରତିନିଧୀ ଭାବରେ ପ୍ରିଷ୍ଟାଇକୋଙ୍କୁ ପଦରୁ ହଟାଇ ଦିଆଯାଇଛି। କିନ୍ତୁ କାର୍ଯ୍ୟାଳୟ ବହିଷ୍କାର କରିବାର କୌଣସିି କାରଣ ଦର୍ଶାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri