ରୁଷିଆ ଉପରେ ୟୁକ୍ରେନର ଡ୍ରୋନ୍‌ ଆକ୍ରମଣ

କିଭ୍‌,୨ା୧: ରୁଷିଆ-ୟୁକ୍ରେନ ଯୁଦ୍ଧ ପ୍ରାୟ ଏକ ବର୍ଷ ପୂରଣ ହେବାକୁ ଯାଉଛି। ତଥାପି ଏହି ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ୟୁକ୍ରେନ ରୁଷିଆ ଉପରେ ସୋମବାର ଡ୍ରୋନ୍‌ ଆକ୍ରମଣ କରିଛି। ଫଳରେ ରୁଷିଆରେ ବିଦ୍ୟୁତ ଯୋଗାଣ କ୍ଷତିଗ୍ରସ୍ତ ହୋଇଛି।

ସୋମବାର ୟୁକ୍ରେନର ରାଜ୍ୟପାଳ ଆଲେକ୍ସଜାଣ୍ଡାର୍‌ ବୋଗୋମାଜ ସୂଚନା ଦେଇ କହିଛନ୍ତି, ଆଜି ସକାଳେ ଏକ ୟୁକ୍ରେନ ଡ୍ରୋନ ଷ୍ଟ୍ରାଇକ୍‌ ହୋଇଛି। ଏହି ଆକ୍ରମଣରେ କୌଣସି କ୍ଷୟକ୍ଷତି ହୋଇ ନାହିଁ, କିନ୍ତୁ ବ୍ରାୟନସ୍କ ଅଞ୍ଚଳରେ ବିଦ୍ୟୁତ ଯୋଗାଣ କ୍ଷତିଗ୍ରସ୍ତ ହୋଇଛି।

ଅନ୍ୟପକ୍ଷରେ ବର୍ତ୍ତମାନ ଏହି ଆକ୍ରମଣ ସମ୍ପର୍କରେ ରୁଷିଆ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପରମାଣୁ କାର୍ଯ୍ୟକ୍ରମକୁ ନେଇ ନେଲା ୟୁଟର୍ନ

ତେହରାନ,୨୩।୬: ଯେତେବେଳେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଆଗକୁ ବଢୁଛି, ଇରାନ ଏହାର ପରମାଣୁ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ୟୁ-ଟର୍ନ ନେଇଛି। ଏହା ଚୁକ୍ତିନାମା…

କାତାରରେ ବିସ୍ଫୋରଣ: ୧୨ ଭାରତୀୟଙ୍କ ସମେତ ୧୩ ମୃତ

ଦୁବାଇ,୨୩ା୬(ପି.ଟି.): କାତାରର ରାସ୍‌ ଲାଫାନ୍‌ ଶିଳ୍ପାଞ୍ଚଳ ସହରରେ ଥିବା ଏକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟି ୧୨ ଭାରତୀୟଙ୍କ ସମେତ ୧୩ ଜଣ ପ୍ରାଣ ହରାଇଛନ୍ତି। ରବିବାର ସନ୍ଧ୍ୟାରେ ଶିଳ୍ପାଞ୍ଚଳ…

ନିଆଁ ପରେ ନିଆଁ

ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳରେ ଥିବା ଏକ କୋଚିଂ ସେଣ୍ଟରରେ ୨୨ ଜୁନ୍‌ରେ ନିଅଁା ଲାଗିଯିବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି।…

‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ…

ଚୂଡ଼ାନ୍ତ ଚୁକ୍ତିନାମାରେ ପବଞ୍ଚିବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି

ଓବୁର୍ଜେନ୍‌,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା…

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri