ୟୁକ୍ରେନ୍‌ ସାମ୍ବାଦିକ, ସୈନ୍ୟଙ୍କୁ ହତ୍ୟା

କିଭ୍‌, ୨୩।୬: ଫେବୃୟାରୀ ୨୪ରେ ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣର ଖବର ସଂଗ୍ରହ କରୁଥିବା ଜଣେ ୟୁକ୍ରେନୀୟ ଏବଂ ତାଙ୍କୁ ସୁରକ୍ଷା ଦେଉଥିବା ଜଣେ ସୈନ୍ୟଙ୍କୁ ହତ୍ୟା କରାଯାଇଛି। ଏ ନେଇ ପ୍ରେସ୍‌ ଫ୍ରିଡମ୍‌ ଗ୍ରୁପ୍‌ ‘ରିପୋଟର୍ସ ଓ୍ବିଦ୍‌ଆଉଟ୍‌ ବର୍ଡର୍ସ’ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ଫଟୋ ଜର୍ନାଲିଷ୍ଟ୍‌ ମାକ୍‌ସ ଲେଭିନ୍‌ କିଭ୍‌ରେ ତାଙ୍କ ହଜିଯାଇଥିବା କ୍ୟାମେରା ଡ୍ରୋନ୍‌ ଖୋଜୁଥିବାବେଳେ ୟୁକ୍ରେନ୍‌ ସୈନ୍ୟ ଓଲେକ୍‌ସି ଜୋନିଶୋଭ୍‌ ତାଙ୍କୁ ସହାୟତା କରୁଥିଲେ। ହେଲେ ସେମାନଙ୍କ ଆଉ ପତ୍ତା ମିଳି ନ ଥିଲା।

ପ୍ରେସ୍‌ ଫ୍ରିଡମ୍‌ ଗ୍ରୁପ୍‌ ପକ୍ଷରୁ ଯାଇଥିବା ତଦନ୍ତକାରୀ ଟିମ୍‌ ଏପ୍ରିଲ ୧ରେ ଉଭୟଙ୍କ ମୃତଦେହ ସେଠାରୁ ଠାବ କରିଥିଲେ। ସେମାନଙ୍କ ଉପରକୁ ରୁଷୀୟ ସୈନ୍ୟ ଗୁଳି ଚଳାଇଥିଲେ। ଏଥିରେ କ୍ଷତିଗ୍ରସ୍ତ ହୋଇଥିବା ସେମାନଙ୍କ କାର୍‌ରେ ୧୪ଟି ବୁଲେଟ୍‌ କଣା ଦେଖିବାକୁ ମିଳିଥିଲା। ଘଟଣାସ୍ଥଳରୁ କିଛି ଖାଦ୍ୟ ସାମଗ୍ରୀ ଓ ଅଧାଜଳା ସିଗାରେଟ୍‌ ମଧ୍ୟ ମିଳିଛି। ରୁଷିଆ ସୈନ୍ୟମାନେ ସେଠାରେ ଏସବୁ ସାମଗ୍ରୀ ଛାଡ଼ିଥିବା ଉକ୍ତ ଗ୍ରୁପ୍‌ ପକ୍ଷରୁ କୁହାଯାଇଛି। ସେଠାରୁ ଲେଭିନ୍‌ ଓ ଚେର୍ନିଶୋଭ୍‌ଙ୍କ ପରିଚୟ ପତ୍ର, ବୁଲେଟପ୍ରୁଫ୍‌ ପୋଷାକ, ହେଲମେଟ ଆଦି ମିଳିଛି। ଚେର୍ନିଶୋଭଙ୍କ ଅର୍ଦ୍ଧଦଗ୍ଧ ଶରୀର ନିକଟରୁ ଗ୍ୟାସୋଲିନ୍‌ କ୍ୟାନ୍‌ ମଧ୍ୟ ଜବତ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri