ୟୁକ୍ରେନୀୟଙ୍କ ଦୁର୍ଦ୍ଦଶା ଷ୍ଟାଲିନ୍‌ଙ୍କ ଗଣହତ୍ୟା ସଦୃଶ: ପୋପ୍‌

ଭାଟିକାନ୍‌ ସିଟି,୨୪ା୧୧: କ୍ୟାଥୋଲିକ୍‌ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ ବୁଧବାର ୟୁକ୍ରେନବାସୀଙ୍କ ଦୁର୍ଦ୍ଦଶାକୁ ଷ୍ଟାଲିନ୍‌ଙ୍କ ୯୦ ବର୍ଷ ତଳର ବର୍ବରତା ସହ ତୁଳନା କରିଛନ୍ତି। ସୋଭିଏତ୍‌ ସଂଘର ପୂର୍ବତନ ପ୍ରଧାନମନ୍ତ୍ରୀ ଜୋଶେଫ୍‌ ଷ୍ଟାଲିନ୍‌ ୧୯୩୦ ଦଶକରେ ଏକ କୃତ୍ରିମ ମରୁଡ଼ି ସୃଷ୍ଟି କରିଥିଲେ। ଏଥିଯୋଗୁ ଅନାହାରରେ ୩ ନିୟୁତରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଥିଲା।

ରୁଷିଆ ଗଣହତ୍ୟାର ଶିକାର ହୋଇ ୟୁକ୍ରେନରେ ପ୍ରାଣ ହରାଇଥିବା ଶିଶୁ, ମହିଳା, ବୟସ୍କ ଏବଂ ଶହୀଦ ହେବାକୁ ଯାଉଥିବା ଅନ୍ୟ ନାଗରିକଙ୍କ ପାଇଁ ପ୍ରାର୍ଥନା କରିବାକୁ ସେ ନିଜ ଅନୁଗାମୀଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri