Advertisement

ୟୁକ୍ରେନୀୟଙ୍କ ଦୁର୍ଦ୍ଦଶା ଷ୍ଟାଲିନ୍‌ଙ୍କ ଗଣହତ୍ୟା ସଦୃଶ: ପୋପ୍‌

ଭାଟିକାନ୍‌ ସିଟି,୨୪ା୧୧: କ୍ୟାଥୋଲିକ୍‌ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ ବୁଧବାର ୟୁକ୍ରେନବାସୀଙ୍କ ଦୁର୍ଦ୍ଦଶାକୁ ଷ୍ଟାଲିନ୍‌ଙ୍କ ୯୦ ବର୍ଷ ତଳର ବର୍ବରତା ସହ ତୁଳନା କରିଛନ୍ତି। ସୋଭିଏତ୍‌ ସଂଘର ପୂର୍ବତନ ପ୍ରଧାନମନ୍ତ୍ରୀ ଜୋଶେଫ୍‌ ଷ୍ଟାଲିନ୍‌ ୧୯୩୦ ଦଶକରେ ଏକ କୃତ୍ରିମ ମରୁଡ଼ି ସୃଷ୍ଟି କରିଥିଲେ। ଏଥିଯୋଗୁ ଅନାହାରରେ ୩ ନିୟୁତରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଥିଲା।

ରୁଷିଆ ଗଣହତ୍ୟାର ଶିକାର ହୋଇ ୟୁକ୍ରେନରେ ପ୍ରାଣ ହରାଇଥିବା ଶିଶୁ, ମହିଳା, ବୟସ୍କ ଏବଂ ଶହୀଦ ହେବାକୁ ଯାଉଥିବା ଅନ୍ୟ ନାଗରିକଙ୍କ ପାଇଁ ପ୍ରାର୍ଥନା କରିବାକୁ ସେ ନିଜ ଅନୁଗାମୀଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଭ୍‌ରେ ଇୟୁ ପରିଷଦ ମୁଖ୍ୟ

କିଭ୍‌, ୨୧ା୪: ରୁଷିଆ ସହ ଲଢ଼େଇ ଜାରି ରଖିଥିବା ୟୁକ୍ରେନ୍‌ ପ୍ରତି ସମର୍ଥନ ଜଣାଇବା ପାଇଁ ୟୁରୋପୀୟ ସଂଘ(ଇୟୁ) ପରିଷଦ ମୁଖ୍ୟ ଚାର୍ଲସ ମାଇକେଲ ବୁଧବାର...

ସହରୀ ବସ୍ତିକୁ ବଡ଼ ବିପଦ

ନ୍ୟୁୟର୍କ,୨୯ା୪: ମହାମାରୀ କରୋନା ସ୍ଥାନକାଳ ବାଛ ବିଚାର କରୁନାହିଁ। ଯେଉଁଠି ଯେତେବେଳେ ପାରିଲା ମାଡ଼ିଯାଉଛି। ତେବେ ଅସ୍ବଚ୍ଛ ଓ ଅଶ୍ୱସ୍ତିକର ପରିବେଶରେ ଏହି ଘାତକ ଭୂତାଣୁ...

ଆମାଜନ ଜଳୁଥିବ ସ୍ତ୍ରୀଙ୍କୁ ନେଇ :ଜି-୭ର ୨୦ ନିୟୁତ ଡଲାର ସହାୟତାକୁ ବ୍ରାଜିଲର ପ୍ରତ୍ୟାଖ୍ୟାନ

ପୋର୍ଟ ଭେଲ୍‌ହୋ,୨୮ା୮: ଆମାଜନ ଜଙ୍ଗଲରେ ଲାଗିଥିବା ନିଆଁ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ସାଜିଛି। ଏହାକୁ ଲିଭାଇବା ପାଇଁ ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ବେଲ ମାକ୍‌ରଁ...

ବସ୍‌ଷ୍ଟାଣ୍ଡରେ ବୋମା ବିସ୍ଫୋରଣ: ଜଣେ ମୃତ, ୧୫ ଆହତ

ଜେରୁଜେଲମ,୨୩ା୧୧: ଇସ୍ରାଏଲର ରାଜଧାନୀ ଜେରୁଜେଲମରେ ବୁଧବାର ଦୁଇଟି ବୋମା ବିସ୍ଫୋରଣ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଆହତଙ୍କ...

ଇଣ୍ଡୋନେସିଆରେ ଛୋଟପିଲାଙ୍କ ସମସ୍ତ ସିରପ୍‌ ଉପରେ ପ୍ରତିବନ୍ଧକ…

ଜାକର୍ତ୍ତା,୨୦।୧୦ : ଇଣ୍ଡୋନେସିଆ ସରକାର ଦେଶରେ ଉପଲବ୍ଧ ଥିବା ଛୋଟପିଲାଙ୍କ ସମସ୍ତ ସିରପ୍‌ ଏବଂ ସମସ୍ତ ତରଳ ଔଷଧ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଗତ କିଛି...

ଶୈଖ ହମ୍‌ଦନ ବିନ୍‌ ରସିଦ୍‌ଙ୍କ ପରଲୋକ

ଦୁବାଇ, ୨୫ା୩: ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ର ଉପ ଶାସକ ତଥା ଅର୍ଥମନ୍ତ୍ରୀ ଶୈଖ ହମ୍‌ଦନ ବିନ ରସିଦ୍‌ ଅଲ୍‌ ମକ୍ତୁମ(୭୫)ଙ୍କ ବୁଧବାର ପରଲୋକ ଘଟିଛି। ଶାସକ...

ଏମିତି ଦେଶ, ଯେଉଁଠି ଗର୍ଭପାତ ପରେ ସ୍ତ୍ରୀ-ସ୍ବାମୀଙ୍କୁ ମିଳେ ୩ ଦିନର ପାରିଶ୍ରମିକ ସହ ଛୁଟି

ପ୍ରତ୍ୟେକ ଦେଶରେ ଭିନ୍ନ ଭିନ୍ନ ନିୟମ କାନୁନ ରହିଛି। ସେମିତି ନ୍ୟୁଜିଲାଣ୍ଡରେ ଏକ ନିୟମ ରହିଛି ଯେ, ଯଦି କୌଣସି କର୍ମଜୀବୀ ମହିଳାଙ୍କ ଗର୍ଭପାତ ହୁଏ...

‘ଯୁଦ୍ଧକୁ ଇନ୍ଧନ ଦେଉଛି ଭାରତ’

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୪: ୟୁକ୍ରେନ୍‌ ଆକ୍ରମଣ ପରେ ଆମେରିକା ଓ ୟୁରୋପୀୟ କ୍ରେତାମାନେ ମସ୍କୋଠାରୁ ତେଲ କିଣିବା ବନ୍ଦ କରିଦେବାରୁ ରୁଷିଆ ନୂଆ ବଜାର ଖୋଜୁଛି। ଏବେ ଏସିଆକୁ...

Advertisement
Archives

Model This Week