ଆମେ ଭୟ କରିନୁ: ୟୁକ୍ରେନ୍ ରାଷ୍ଟ୍ରପତି

କ୍ୱିଭ,୨୨ ।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନର ଦୁଇଟି ଅଞ୍ଚଳକୁ ସ୍ୱତନ୍ତ୍ର ଦେଶର ମାନ୍ୟତା ଦେବା ପରେ ଯୁଦ୍ଧ ଆଶଙ୍କା ଆହୁରି ବୃଦ୍ଧି ପାଇଛି । ଏହାପରେ ରୁଷିଆ ପକ୍ଷରୁ ୟୁକ୍ରେନ ମଧ୍ୟକୁ ସେନା ପ୍ରବେଶ କରାଯାଇଛି । ଯାହାକୁ ନେଇ ଏବେ ସାରା ବିଶ୍ୱ ଚିନ୍ତାରେ ପଡି ଯାଇଛି । ହେଲେ ଏହାକୁ ନେଇ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେନେସ୍କି କହିଛନ୍ତି ଆମେ କାହାକୁ ଭୟ କରିନାହୁଁ । ୟୁକ୍ରେନ୍ ସବୁ ପରିସ୍ଥିତିର ସାମ୍ନା କରିବାକୁ ପ୍ରସ୍ତୁତ ଅଛି । ସୂଚନାଯୋଗ୍ୟ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ରାତିରେ ୟୁକ୍ରେନର ଦୁଇଟି ଅଞ୍ଚଳକୁ ସ୍ୱତନ୍ତ୍ର ଶେର ମାନ୍ୟତା ଦେବା ପରେ ଏଭଳି ପରିସ୍ଥିତି ଉପୁଜିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri