ସହାୟତା ଲୋଡି ଫ୍ରାନ୍ସ ପହଞ୍ଚିଲେ ୟୁକ୍ରେନ୍ ରାଷ୍ଟ୍ରପତି ଜେଲନସ୍କି

ପ୍ୟାରିସ,୯ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ବର୍ଷେ ପୂରଣ ହେବାକୁ ଯାଉଛି । ହେଲେ ଏବେ ପର୍ଯ୍ୟନ୍ତ ନା ରୁଷିଆ ନା ୟୁକ୍ରେନ୍ କେହି ପଛକୁ ହଟିବାକୁ ରାଜି ନୁହଁନ୍ତି । ଏହାରି ଭିତରେ ୟୁରୋପୀୟ ଅସ୍ତ୍ରଶସ୍ତ୍ରର ସହାୟତା ଲୋଡି ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲନସ୍କି ଦୁର୍ଲଭ ଯୁଦ୍ଧକାଳୀନ ଯାତ୍ରାରେ ଫ୍ରାନ୍ସରେ ପହଞ୍ଚିଛନ୍ତି । ଫ୍ରାନ୍ସ ପକ୍ଷରୁ ତାଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ଭରସା ଦିଆଯାଇଛି । ରାଷ୍ଟ୍ରପତି ଇମାନୁଏଲ ମାକ୍ରୋ ଟୁଇଟ କରି କହିଛନ୍ତି, ୟୁକ୍ରେନ ଫ୍ରାନ୍ସ ଉପରେ ଭରସା ରଖିପାରେ । ମାକ୍ରୋ ଜର୍ମାନ ଚାନସଲର ଓଲାଫ କ୍ସେଲ୍‌ଜଙ୍କ ସହ ଫ୍ୟାରିସରେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲନସ୍କିଙ୍କ ସହ ସାକ୍ଷାତ୍ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଈର କଞ୍ଚା କ୍ଷୀରରୁ ମିଳିଲା H5N1 ବାର୍ଡ ଫ୍ଲୁ ଷ୍ଟ୍ରେନ୍‌; ସତର୍କ କଲା WHO

ନୂଆଦିଲ୍ଲୀ,୨୦।୪: ଆମେରିକାରେ ଗାଈର କଞ୍ଚା କ୍ଷୀରରେ ବାର୍ଡ ଫ୍ଲୁ ଭାଇରସ୍‌ ଷ୍ଟ୍ରେନ୍‌ ଏଚ୍‌୫ଏନ୍‌୧(H୫N୧) ଚିହ୍ନଟ ହୋଇଛି। ଏହାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଚିନ୍ତା ପ୍ରକଟ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri