ଆମେ କ୍ଷମା କରିବୁନି, ଆମେ ଭୁଲିବୁନି: ଜେଲେନ୍‌ସ୍କି

କ୍ୱିଭ,୭ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ କମ୍ ହେବା ପରିବର୍ତ୍ତେ ବଢି ବଢି ଚାଲିଛି । ଦେଶରେ ବହୁ ପରିମାଣରେ ଧନ ଜୀବନ କ୍ଷୟକ୍ଷତି ହେଲାଣି । ଏହାପରେ ବି ରୁଷିଆ ଆକ୍ରମଣ ଜାରି ରଖିଛି ଆଉ ୟୁକ୍ରେନ୍ ଏହାର ପାଲଟା ଜବାବ ଦେଉଛି । ଏହାରି ଭିତରେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନ୍‌ସ୍କି କହିଛନ୍ତି ଆମେ ଏହାକୁ ଭୁଲିବୁନି, ଆମେ କ୍ଷମା କରିବୁନି । ୟୁକ୍ରେନରେ ରବିବାର ଗୋଟିଏ ପରିବାରର ୪ ସଦସ୍ୟ ଅର୍ଥାତ୍ ମାତା-ପିତା ଓ ୨ ସନ୍ତାନଙ୍କ ମୃତ୍ୟୁ ହେବା ଜେଲେନ୍‌ସ୍କିଙ୍କୁ ମର୍ମାହତ କରିଛି । ସେ କହିଛନ୍ତି ଆଜି ଇରପିନରେ ଗୋଟିଏ ପରିବାରର ୪ ଜଣଙ୍କ ଜୀବନ ଯାଇଛି । କାରଣ ଏମାନେ ସହର ଛାଡିବାକୁ ପ୍ରୟାସ କରୁଥିଲେ । ଆମେ କେବେ କ୍ଷମା କରିବୁନି, କେବେ ଏହାକୁ ଭୁଲିବୁନି । ଇରପିନରେ ଆଜି ୮ ଜଣଙ୍କ ମୃତ୍ୟୁ ହୋଇଛି । ଆମ ଲୋକ ସେହିମାନଙ୍କୁ ଖୋଜି ବାହାର କରିବେ ଯେଉଁମାନେ ଆମ ସହରରେ ଗୁଳିମାଡ କରିଛନ୍ତି, ଯେଉଁମାନେ ମିଶାଇଲ ଆକ୍ରମଣର ଶୁଟିଂ କରୁଥିଲେ ଆଉ ଯେଉଁମାନେ ନିର୍ଦ୍ଦେଶ ଦେଉଥିଲେ । ସେ କହିଛନ୍ତି ଏହି ସହରରେ ଏକ କବର ବ୍ୟତୀତ ଆପଣଙ୍କ ପାଖରେ ଏକ ଶାନ୍ତ ସ୍ଥାନ ରହିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri