‘ଘୋଷ୍ଟ ଅଫ୍‌ କିଭ୍‌’ ନିହତ

କିଭ୍‌, ୧।୫: ଘୋଷ୍ଟ ଅଫ୍‌ କିଭ୍‌ ନାମରେ ଜଣା ୟୁକ୍ରେନ୍‌ର ଜଣେ ସାହସୀ ଫାଇଟର ପାଇଲଟ୍‌ ରୁଷିଆ ସହ ଯୁଦ୍ଧରେ ନିହତ ହୋଇଛନ୍ତି। ଏଥିସହ ତାଙ୍କ ପରିଚୟ ମଧ୍ୟ ସାମ୍‌ନାକୁ ଆସିଛି। ଟାଇମ୍ସ ଅଫ୍‌ ଲଣ୍ଡନ ଅନୁସାରେ ଏହି ପାଇଲଟ୍‌ ଜଣକ ହେଲେ ମେଜର ଷ୍ଟିପାନ୍‌ ଟାରାବାଲ୍‌କା (୨୯) ଏବଂ ଜଣେ ସନ୍ତାନଙ୍କ ବାପା। ସେ ଏକାକୀ ୪୦ ରୁଷୀୟ ଯୁଦ୍ଧବିମାନକୁ ନଷ୍ଟ କରି ଚର୍ଚ୍ଚାକୁ ଆସିଥିଲେ। ଗତମାସରେ ସେ ଏକ ମିଗ୍‌-୨୯ ବିମାନ ଯୋଗେ ରୁଷିଆ ସହ ଲଢ଼ୁଥିବାବେଳେ ବହୁସଂଖ୍ୟାରେ ଶତ୍ରୁଙ୍କୁ ସାମ୍‌ନା କରି ନ ପାରି ନିହତ ହୋଇଥିଲେ। ଏହି ପାଇଲଟ୍‌ଙ୍କ ହେଲମେଟ୍‌ ଓ ଗଗଲ୍‌ ପିନ୍ଧିଥିବାର ଫଟୋ ବେଶ୍‌ ଭାଇରାଲ ହୋଇଥିଲା। ତାଙ୍କ ହେଲ୍‌ମେଟ୍‌ ଏବଂ ଚଷମାକୁ ଲଣ୍ଡନରେ ନିଲାମ ଡକାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ଅଧରାତିରେ ଭାରତରେ ଭୂକମ୍ପ ଝଟ୍‌କା: ୨ ରାଜ୍ୟକୁ ଦୋହଲାଇଦେଲା…

ନୂଆଦିଲ୍‌ଲୀ,୪।୧୦: ଭାରତ, ଇଣ୍ଡୋନେସିଆ ଏବଂ ମିଆଁମାରର ଅନେକ ସହରରେ ଗତ ବିଳମ୍ୱିତ ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ହର୍ମୁଜରେ କୁୱେତ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ନାବିକ ଉଦ୍ଧାର

ତେହରାନ,୩।୧୦: ହର୍ମୁଜ ପ୍ରଣାଳୀ (Strait of Hormuz) ରେ କୁୱେତୀ ପତାକାବାହୀ ଏକ ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ଏକ ପ୍ରକ୍ଷେପାସ୍ତ୍ର (projectile) ମାଡ଼ ହେବା ପରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?