ଉଲିବୁରୁ ଖଣି ଦୁର୍ନୀତି ମାମଲା: ଜେଲରୁ ମୁକୁଳିଲେ ଦୀପକ ଗୁପ୍ତା

କେନ୍ଦୁଝର,୨୭।୬(ସ୍ବ.ପ୍ର)-ଉଲିବୁରୁ ଖଣି ମହାଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତା ଶନିବାର ସାରେ କେନ୍ଦୁଝର ଜେଲରୁ ଜାମିନ ପାଇ ମୁକୁଳିଛନ୍ତି। ଗତକାଲି ହାଇକୋର୍ଟରେ ତାଙ୍କୁ ଏକ ମାସ ପାଇଁ ସର୍ତ୍ତମୂଳକ ଜାମିନ ଆଦେଶ ପରେ ଆଜି କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ତାଙ୍କୁ ମୁକୁଳାଇଛନ୍ତି। ଏ ନେଇ ଜେଲ ଅଧୀକ୍ଷକ ଗରିବ ସାହୁ କହିଛନ୍ତି, ଦୀପକ୨୦୧୩ରେ ଗିରଫ ହୋଇ ଜେଲରେ ରହିଥିଲେ। ସ୍ଥାନୀୟକୋର୍ଟରୁ ରିଲିଜ ଅର୍ଡର ମିଳିବା ପରେ ତାଙ୍କୁ ଛଡା ଯାଇଛି। ତାଙ୍କୁ ଏକ ମାସ ପାଇଁ ଜାମିନ ପ୍ରଦାନ କରାଯାଇଛି।
ପ୍ରକାଶ ଯେ, ଉଲିବୁରୁ ଖଣିରେ ୧୮୦୦ କୋଟି ଟଙ୍କା ମହାଦୁର୍ନୀତି ମାମଲାରେ ମୁଖ୍ୟ ଅଭିଯୁକ୍ତ ଭାବେ ଦୀପକ ଗୁପ୍ତା ଗିରଫ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨୯ରୁ ବଦଳିଯିବ ଏହି ୫ ରାଶିଙ୍କ ଭାଗ୍ୟ: ହେବ ଧନ ବର୍ଷା, ବ୍ୟାପାର-କ୍ୟାରିୟରରେ…

ଜୁଲାଇ ୨୯ରେ ଧନ, ସୁଖ ଏବଂ ବୈଭବର କାରକ ଗ୍ରହ ଶୁକ୍ର ଏବଂ ସାହସ, ଶକ୍ତି ତଥା କର୍ମର କାରକ ଗ୍ରହ ମଙ୍ଗଳ ପରସ୍ପରଠାରୁ ୯୦ ଡିଗ୍ରୀ…

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…

ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୨୦ କେଜି ଓଜନର ବିଶାଳ ମାଛ

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର…

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri