ଉଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କୁ ମିଳିଲା ଜାମିନ

କଟକ ଅଫିସ,୨୬।୬- ଉଲିବୁରୁ ଖଣି ଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କୁ ଶୁକ୍ରବାର ହାଇକୋର୍ଟରୁ ଜାମିନ ମିଳିଛି। ତାଙ୍କ ଆବେଦନର ଶୁଣାଣି କରି ବିଚାରପତି ସଙ୍ଗମ କୁମାର ସାହୁ ଏକ ମାସ ପାଇଁ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।
ତେବେ ଜାମିନ ପାଇବା ପାଇଁ ଦୀପକଙ୍କୁ ୧ କୋଟି ଟଙ୍କାର ଅର୍ଥରାଶି କୌଣସି ଏକ ଜାତୀୟ କରଣ ବ୍ୟାଙ୍କରେ ସ୍ବତନ୍ତ୍ର ଟର୍ମ ଜମା କରିବାକୁ ହେବ। ବେଲ ବଣ୍ଡ ଭାବେ ୨ କୋଟି ଟଙ୍କା ଦାଖଲ କରିବାକୁ ହେବ। ଏଥି ସହିତ ପାସ୍ପୋର୍ଟ ଦାଖଲ କରିବାକୁ ହେବ। ଏହା ପୂର୍ବରୁ ଦୀପକ ହାଇକୋର୍ଟରେ ୫ ଥର ଏବଂ ସୁପ୍ରିମକୋର୍ଟରେ ୨ ଥର ଜାମିନ ପାଇଁ ଆବେଦନ କରିଥିଲେ। କିନ୍ତୁ ଆବେଦନ ଖାରଜ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାରେ ପୁଣି ଜଣେ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଲା, ଦୁଇ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଭଦ୍ରକ ଅଫିସ,୨୪ା୪: ଭଦ୍ରକ ଜିଲାରେ ଶୁକ୍ରବାର ପୁଣି ଜଣେ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ରୋଗୀ ସଂଖ୍ୟା ୧୨ରେ ପହଞ୍ଚିଛି।...

ଲିଙ୍ଗରାଜଙ୍କୁ ଦର୍ଶନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା

ଭୁବନେଶ୍ୱର, ୨୯।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଶନିବାର ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱରରେ...

ଆରମ୍ଭରୁ ରାସ୍ତାକାମ ବନ୍ଦ କରିଦେଲେ ଗ୍ରାମବାସୀ

କୋରୁକୋଣ୍ଡା,୯ା୮(ଡି.ଏନ୍‌.ଏ.):ରାଜ୍ୟ ଓ କେନ୍ଦ୍ର ସରକାର ଗମନାଗମନର ସୁବିଧା ପାଇଁ ପକ୍କାରାସ୍ତା ନିର୍ମାଣରେ ଅର୍ଥ ଖର୍ଚ୍ଚ କରୁଛନ୍ତି। କିନ୍ତୁ ସ୍ଥାନୀୟ ପ୍ରଶାସନ ଏବଂ ଠିକାଦରଙ୍କ ମିଳିତ ଦୁର୍ନୀତି...

ରାଜ୍ୟରେ ଦୈନିକ ନିର୍ଯାତନାର ଶିକାର ହେଉଛନ୍ତି ୨୮% ବୟୋଜ୍ୟେଷ୍ଠ

ଭୁବନେଶ୍ୱର, ୧।୧୦(ବ୍ୟୁରୋ): ବୟସ ବଢ଼ିଲେ ଅଲୋଡ଼ା ହୋଇପଡ଼ୁଛନ୍ତି ବୟୋଜ୍ୟେଷ୍ଠ। ନା ପିଲାମାନେ ପଚାରୁଛନ୍ତି, ନା ସମାଜ ସେମାନଙ୍କୁ ଆଦର୍ଶ ନାଗରିକଭାବେ ଗ୍ରହଣ କରୁଛି। ତେଣୁ ପ୍ରତି...

ଅନୁଗୋଳ ସ୍ବୟଂଶାସିତ ମହାବିଦ୍ୟାଳୟ : ସ୍ନାତକରେ ୮୫.୫୩, ସ୍ନାତକୋତ୍ତରରେ ୯୭.୮୭% ରେଜଲ୍ଟ

ଅନୁଗୋଳ ଅଫିସ,୮।୬- ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ ଓ ୫ଟି ସ୍ନାତକୋତ୍ତର ବିଭାଗ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। କଳାରେ ପାସ୍‌ ହାର...

ହକି ପାଇଁ ୨୨ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀରେ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବ। ଏହାକୁ କିଭଳି ସୁରୁଖୁରୁରେ ସମ୍ପାଦନ କରାଯିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦଳୀୟ...

ଫେଲ୍‌ ମାରିଛି ଜିପିଏସ୍‌ ଟ୍ରାକିଂ ବ୍ୟବସ୍ଥା

ଯୋଡ଼ା, ୬।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଖଣିଜ ଦ୍ରବ୍ୟ ପରିବହନ କରୁଥିବା ଟ୍ରକରେ ଜିପିଏସ୍‌ ଟ୍ରାକିଂ ଯନ୍ତ୍ର ଲଗାଇବା ବାଧ୍ୟତାମୂଳକ କରାଯାଇଥିଲେ ବି ଏହି...

ପ୍ରଫେସର ରମେଶ ଚନ୍ଦ୍ର ପରିଡ଼ାଙ୍କୁ ମିଳିଲା ଜାତୀୟ ବିଜ୍ଞାନ ପୁରସ୍କାର

ଭୁବନେଶ୍ୱର,୨ା୩,(ବ୍ୟୁରୋ): ଲେଖା ମାଧ୍ୟମରେ ବିଜ୍ଞାନକୁ ଜନପ୍ରିିୟ କରାଇବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଶିଷ୍ଟ ଲେଖକ ପ୍ରଫେସର ଡ. ରମେଶ ଚନ୍ଦ୍ର ପରିଡ଼ାଙ୍କୁ ମିଳିଛି ଜାତୀୟ...

Advertisement
Archives

Model This Week