ଅଲ୍‌ଟ୍ରାସାଉଣ୍ଡ କେନ୍ଦ୍ର ସିଲ୍‌

ନୟାଗଡ଼,୩ା୩(ଲୋକନାଥ ମିଶ୍ର): ନୟାଗଡ଼ ସହରର ସାଇ ଅଲଟ୍ରାସାଉଣ୍ଡ କେନ୍ଦ୍ର ସିଲ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ଉପଜିଲାପାଳ କର୍ଣ୍ଣଦେବ ସମାଦରଙ୍କ ତୱାବଧାନରେ ଯାଞ୍ଚ କରାଯାଇଥିଲା। ଯାଞ୍ଚ ସମୟରେ ଅଧିକୃତ ବିଶେଷଜ୍ଞ ଡା. ତାଙ୍କର ସମ୍ମତି ପ୍ରତ୍ୟାହାର କରିବା ସମ୍ପର୍କରେ ପଚରା ଉଚରା କରାଯାଇଥିଲା। କେନ୍ଦ୍ରର ପରିଚାଳିକା ନିର୍ମଳା ବାରିକ ଗ୍ରହଣ କରିଥିଲେ। ପୁନଶ୍ଚ ଉକ୍ତ ଅଲଟ୍ରାସାଉଣ୍ଡ କେନ୍ଦ୍ରକୁ ବର୍ତ୍ତମାନ ସ୍ଥିତିରେ ପରିଚାଳନା କରିବା କଷ୍ଟକର ବୋଲି କହିଥିଲେ। ସେଥିପାଇଁ ପ୍ରାଧିକୃତ ବିଶେଷଜ୍ଞ ଡାକ୍ତର ଅନୁପସ୍ଥିତି କାରଣରୁ ଲିଙ୍ଗ ନିରୂପଣ ଭଳି ବେଆଇନ କାମର ମେଶିନ, ଆସବାବପତ୍ର ଓ ଅନେକ କାଗଜପତ୍ର ସିଲ କରିବା ପାଇଁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିଲା। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅତିରିକ୍ତ ଜିଲା ଚିକିତ୍ସା ଅଧିକାରୀ (ପରିବାର କଲ୍ୟାଣ) ଡା. ସୁଭାସ ଚନ୍ଦ୍ର ନାୟକ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଏକତରଫା ପ୍ରେମ ପାଇଁ ଯୁବତୀଙ୍କୁ ଜାଳିଥିଲେ, ଏବେ…

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରେ ଘଟିଥିବା ଅଭାବନୀୟ ଘଟଣାର ଚିତ୍ର ସାମ୍ନାକୁ ଆସିଛି। ଏକତରଫା ପ୍ରେମରୁ ଯୁବକ ଜଣକ ଯୁବତୀଙ୍କ…

ଏସ୍‌ସିବି ମେଡିକାଲରୁ ବୃଦ୍ଧ ରୋଗୀ ନିଖୋଜ, ମଙ୍ଗଳାବାଗ ଥାନାରେ ଏତଲା

କଟକ, ୨୭/୬: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ଜଣେ ବୃଦ୍ଧ ରୋଗୀ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ପରିବାର ଲୋକେ…

ଯାତ୍ରୀଙ୍କୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଫେରାଇଲେ ଡ୍ରାଇଭର, ପ୍ରଶଂସା କରି ଲୋକେ କହିଲେ…

ପୁରୀ,୨୭ା୬(ଅଜିତ କୁମାର ମହାନ୍ତି): କାର୍‌ରେ ଯାତ୍ରୀ ଛାଡ଼ିଯାଇଥିବା ପ୍ରାୟ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଭର୍ତ୍ତି…

ସମୁଦ୍ରର ଉଚ୍ଚ ଜୁଆରରେ କୂଳ ଲଂଘୁଛି; ବେଳାଭୂମିର ଦ୍ରୁତ ଅବକ୍ଷୟ, ସମୁଦ୍ର ଗର୍ଭରେ ଲୀନ ହେବାର ଆଶଙ୍କାରେ ଉପକୂଳବର୍ତ୍ତୀ ଅଞ୍ଚଳ

ଗଞ୍ଜାମ, ୨୭।୬ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧଠାରୁ ପ୍ରୟାଗୀ ପର୍ଯ୍ୟନ୍ତ ବେଳାଭୂମି ଗତ କିଛି ଦିନ ଧରି ଦ୍ରୁତ…

ଶ୍ରୀମନ୍ଦିର ପ୍ରଶାସନର ବଡ଼ ସୂଚନା, ୧୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୨୭।୬: ଦିନକ ପରେ ଶ୍ରୀଜିଉଙ୍କ ପବିତ୍ର ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର। ସ୍ନାନଯାତ୍ରାର ସ୍ବତନ୍ତ୍ର ନୀତିକାନ୍ତି ପାଇଁ ୧୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ…

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ…

ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ : ପୋଲିସର ତଦନ୍ତ ଜାରି

ଛତ୍ରପୁର,୨୭।୬ ଦିଲ୍ଲୀପ ସାମଲ : ଚମାଖଣ୍ଡି ଥାନା ଅଧୀନ କାଳିଆବାଲି ଛକ ନିକଟସ୍ଥ ରାସ୍ତାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri