Posted inଜାତୀୟ

ଜ୍ୟୋତିରାଦିତ୍ୟଙ୍କୁ ପ୍ରଶଂସା କଲେ ଉମା ଭାରତୀ, କହିଲେ କଂଗ୍ରେସ ହରାଇଛି ବିଜୟୀ ନାୟକ…

ଭୋପାଳ,୧୮।୭ : ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମା ଭାରତ କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଏପରି ‘ ହିରୋ’(ନାୟକ) ବୋଲି ବର୍ଣ୍ଣନା କରିଛନ୍ତି। ଜ୍ୟୋତିରାଦିତ୍ୟଙ୍କ ପାଇଁ ଗତ ବିଧାନସଭା ନିର୍ବାଚନରେ କଂଗ୍ରେସ ସରକାର ଗଠନ ହୋଇଥିଲା। କଂଗ୍ରେସ ଏହି ବିଜୟୀ ନାୟକଙ୍କୁ ହରାଇଛି। କଂଗ୍ରେସ ଛାଡି ଜ୍ୟୋତିରାଦିତ୍ୟ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରରେ ମନ୍ତ୍ରୀ ହୋଇଛନ୍ତି।

ଗତ ବିଧାନସଭା ନିର୍ବାଚନରେ ଜ୍ୟୋତିରାଦିତ୍ୟଙ୍କ କାରଣରୁ କଂଗ୍ରେସ ସରକାର ଗଠନ ହୋଇଥିଲା ଏବଂ ତାଙ୍କ କାରଣରୁ ସରକାରଙ୍କ ପତନ ହୋଇ ଭାରତୀୟ ଜନତା ପାର୍ଟି ଗଠନ କରାଯାଇଥିଲା। ସେ ଦାବି କରିଛନ୍ତି କଂଗ୍ରେସରେ ଆଉ ଜଣେ ନେତା ନାହାଁନ୍ତି ଯିଏ ସେମାନଙ୍କୁ ସମ୍ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ଦେଇପାରିବେ।

ଭାରତୀୟ ଜନତା ପାର୍ଟି ସମ୍ପର୍କରେ ସେ କହିଛନ୍ତି ଆଜିର ସମୟରେ ପାର୍ଟିରେ କୌଣସି ବ୍ୟକ୍ତି କିମ୍ବା ଚେହେରା ଗୁରୁତ୍ୱପୂର୍ଣ୍ଣ ନୁହେଁ, କର୍ମୀ ଏବଂ ଦଳର ପତାକା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ନିର୍ବାଚନରେ କେବଳ କର୍ମୀ ଏବଂ ପତାକାକୁ ଦଳ ଆଗରେ ରଖି ଲଢ଼େଇ କରାଯାଇଥାଏ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ପର୍କରେ ଉମା ଭାରତୀ କହିଛନ୍ତି ଆଜିର ସମୟରେ ତାଙ୍କର ରାଜନୈତିକ ସ୍ଥିତି ବହୁତ ବଡ। ବିରୋଧୀ ଦଳର ନେତାମାନେ ତାଙ୍କ ରାଜନୈତିକ ସ୍ଥିତି ଆଗରେ ବହୁ ପଛରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri