ଉମା ଶଙ୍କର ବେହେରା ହେଲେ ଭଞ୍ଜନଗର ଉପ ଜିଲାପାଳ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ): ଭଞ୍ଜନଗର ତହସିଲଦାର ଉମା ଶଙ୍କର ବେହେରା ପ୍ରମୋଶନ ପାଇ ଭଞ୍ଜନଗର ଉପ ଜିଲାପାଳ ଭାବେ ନିଯୁକ୍ତି ପାଇଛନ୍ତି। ଏ ନେଇ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୁର୍ବରୁ ଏଠାରେ ଥିବା ଉପ ଜିଲାପାଳ ଅନୀଲ କୁମାର ସେଠୀଙ୍କୁ କିଛିଦିନ ପୂର୍ବେ ଭୁବନେଶ୍ୱର ବଦଳି କରାଯାଇଥିଲା। ଫଳରେ ବେହେରା ଭାରପ୍ରାପ୍ତ ଉପ ଜିଲାପାଳ ଦାୟିତ୍ୱରେ ଥିଲେ। ଶୁକ୍ରବାର ଉପ ଜିଲାପାଳ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଖବର ଜଣାପଡିବା ପରେ ଉପଖଣ୍ଡର ବହୁ ଅଧିକାରୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ

କେସିଙ୍ଗା,୨୩। ୩(ତୁମେଶର ସାହୁ): କେସିଙ୍ଗା ବ୍ଲକ୍‌ର ବୋରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ...

ନିଜ ଲଢ଼େଇ, ନିଜେ ଲଢ଼ିବେ: ଆତ୍ମରକ୍ଷା ତାଲିମ…

କେସିଙ୍ଗା, ୨୩ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟରେ ଚାଲିଥିବା ଛାତ୍ରୀମାନଙ୍କ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ସୁଶାନୁ କୁମାର ପାଢ଼ୀଙ୍କ...

ବିପୁଳ ପରିମାଣରେ ଦେଶୀ, ବିଦେଶୀ ମଦ ଜବତ ଜବତ: ୨ ଗିରଫ

କୋକସରା,୨୩।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ୨୬ ନମ୍ବର ଜାତୀୟ ରାଜପଥ ବୋବରିଆ ଛକରେ ଥିବା ଏକ ଢ଼ାବା ଓ କାଉଡୋଳା ଗ୍ରାମରେ...

ସିପିଆଇ ଜୋନାଲ କମିଟିର ଆଲୋଚନା ସଭା

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ସିପିଆଇ ବଡ଼ଖେମୁଣ୍ଡି ଜୋନାଲ କମିଟିର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ସିପିଆଇ କାର୍ଯ୍ୟଳୟରେ ଆୟୋଜିତ...

କୋର୍ଟରୁ ବାହାରିବାବେଳେ ଯୁବକଙ୍କୁ ଅପହରଣ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ କୋର୍ଟ ସମ୍ମୁଖରୁ ଶୁକ୍ରବାର ଦ୍ୱିପ୍ରହରରେ ଝାରସୁଗୁଡ଼ାର ନିରଞ୍ଜନ ସୁନାଙ୍କୁ ଅପହରଣ କରି ମାରପିଟ୍‌ କରିବା ପରେ ବିଳମ୍ବିତ ରାତିରେ ଥାନାରେ ଛାଡ଼ି...

କାଳ ସାଜିଲା କାଳବୈଶାଖି, ସ୍କୁଲରେ ଆଶ୍ରୟ ନେଲେ କ୍ଷତିଗ୍ରସ୍ତ

ଦେବଗଡ଼ ,୨୩।୩(ଶଶାଙ୍କ ଶେଖର ଝାଙ୍କର): କାଳ ସାଜିଲା କାଳବୈଶାଖି । କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି । କ୍ଷତିଗ୍ରସ୍ତ ଲୋକଙ୍କୁ ଗାଁ ସ୍କୁଲରେ ଆଶ୍ରୟ ଦେଲା...

ମୁଁହ ଖୋଲିଲେ ଚାଞ୍ଚେର ଓ ଉତ୍କେଲା ଗ୍ରାମ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖା

କେସିଙ୍ଗା,୨୩।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅଧୀନସ୍ଥ ଚାଞ୍ଚେର ଓ ଉତକେଲା ଗ୍ରାମ ପଞ୍ଚାୟତ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖାଙ୍କ...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ୨ ମହିଳାଙ୍କୁ ହତ୍ୟା

ହେମଗିର,୨୨।୩(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ତୁମୁଲିଆରେ ଶନିବାର ସନ୍ଧ୍ୟାରେ ୨ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେମାନେ ହେଲେ ବିଳାସିନୀ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri