Posted inUncategorized

ଉମାକାନ୍ତ ଖୋର୍ଦ୍ଧା ଜିଲା ବିଜେଡି ଉପସଭାପତି: ୪ ବିଧାନସଭା ନିର୍ବାଚନ ମଣ୍ଡଳୀ ସଂଯୋଜକ

ଭୁବନେଶ୍ୱର,୧ା୩(ଅନିଲଦାସ): ବିଜୁ ଜନତା ଜଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଉମାକାନ୍ତ ପଟ୍ଟନାୟକଙ୍କୁ ଖୋର୍ଦ୍ଧା ଜିଲା ବିଜେଡି ଉପସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ଶୁକ୍ରବାର ବିଜେଡି ପକ୍ଷରୁ ଜାରି ପ୍ରେସ ଇସ୍ତାହାରେ ଏହି ସୂଚନା ଦିଆଯାଇଛି। ଏଥିସହିତ କେନ୍ଦୁଝର ଜିଲାର ୪ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜୁ ଛାତ୍ର ଜନତା ଦଳର ସହ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଚମ୍ପୂଆ ନିର୍ବାଚନ ମଣ୍ଡଳୀ ପାଇଁ ଅଭିଶେଷ ବେହେରାଙ୍କୁ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଆନନ୍ଦପୁର ପାଇଁ ଅମରେନ୍ଦ୍ର ଧଳ, କେନ୍ଦୁଝର ସଦର ପାଇଁ ନାରାୟଣ ସିଂ ଏବଂ ତେଲକୋଇ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଦିନବନ୍ଧୁ ପତିଙ୍କୁ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଶକ୍ତି, ପମ୍ପ୍‌ଡ ଷ୍ଟୋରେଜ୍‌, ଥର୍ମାଲ ପ୍ଲାଣ୍ଟକୁ ଗୁରୁତ୍ୱ ଦେଲେ ମୋଦି ସରକାର

ନୂଆଦିଲ୍ଲୀ,୨୪।୦୭: ଭାରତର ଶକ୍ତି ପରିବର୍ତ୍ତନ ଯୋଜନାରେ କ୍ଷୁଦ୍ର ମଡ୍ୟୁଲାର ଆଣବିକ ରିଆକ୍ଟର (ଏସ୍‌ଏମ୍‌ଆର୍‌), ପମ୍ପ୍‌ଡ ଷ୍ଟୋରେଜ ପ୍ରୋଜେକ୍ଟ ଏବଂ ଅଧିକ ଦକ୍ଷ ଥର୍ମାଲ ପ୍ଲାଣ୍ଟଗୁଡ଼ିକର ବିକାଶ...

ଶ୍ରାବଣରେ ମହାଦେବଙ୍କ ଶୁଭଦୃଷ୍ଟି ପାଇବାକୁ ଚାହାନ୍ତି କି, କରନ୍ତୁ ଏପରି…

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି। ବିଶ୍ୱାସ ରହିଛି ଯଦି ଭଗବାନ ଶିବ ଏହି ମାସରେ ସନ୍ତୁଷ୍ଟ ହୁଅନ୍ତି ତେବେ ସେ ଭକ୍ତର ପ୍ରତ୍ୟେକ ଇଚ୍ଛା ପୂରଣ...

ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଅଧିବେଶନ ଆରମ୍ଭରେ ଅଭିଭାଷଣରେ ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳି ରାଜ୍ୟ...

କେମିତି ହେବ ଆଗାମୀ ବଜେଟ୍‌: ପ୍ରଧାନମନ୍ତ୍ରୀ ମୋଦି କଲେ ଖୁଲାସା

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଜେଟ ଅଧିବେଶନ ପୂର୍ବରୁ ଦେଶକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ବଜେଟ୍‌କୁ ନେଇ ପ୍ରଧାନମନ୍ତ୍ରୀ ନିଜ ମତ ପ୍ରକାଶ କରିଛନ୍ତି।...

ବିଧାୟକଙ୍କୁ କରିଦେଲେ ଓଜନ: ଏପଟେ ମିଠା ସେପଟେ ବିଧାୟକ, ଭିଡିଓ ଭାଇରାଲ

ବରଗଡ,୧୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନମଣ୍ଡଳୀର ନବନିର୍ବାଚିତ ବିଧାୟକ ଇରାସିସ ଆଚାର୍ଯ୍ୟଙ୍କୁ ଅଭିନବ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଭଟଲି ନିର୍ବାଚନମଣ୍ଡଳୀର ଅମ୍ବାଭୋନା ବ୍ଲକ...

୧୯ରେ ସିୟୁଇଟି-ୟୁଜି ପୁନଃପରୀକ୍ଷା କରିବ ଏନ୍‌ଟିଏ

ନୂଆଦିଲ୍ଲୀ,୧୫ା୭: ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ୧,୦୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ପାଇଁ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ ଅଣ୍ଡରଗ୍ରାଜୁଏଟ୍‌ (ସିୟୁଇଟି-ୟୁଜି) ପରୀକ୍ଷା ୧୯ରେ ପୁଣିଥରେ କରାଇବାକୁ...

ଫାଇନାଲ ମ୍ୟାଚରେ ଆହତ ହେଲା ପରେ ଭୋ ଭୋ ହୋଇ କାନ୍ଦିଲେ ଲିଓନେଲ ମେସି

ମିଆମି,୧୫ା୭: କୋପା ଆମେରିକା ୨୦୨୪ ଫାଇନାଲ ମ୍ୟାଚରେ ଆହତ ହେବା ପରେ ନିଜର କୋହକୁ ସମ୍ଭାଳି ପରି ନାହାନ୍ତି ଆର୍ଜେଣ୍ଟିନାର ଲିଓନେଲ ମେସି। ମିଆମିର ହାର୍ଡ...

ଫେଲ୍‌ ମାରିଲା ରଣନୀତି, ଏନ୍‌ଡିଏ ସହ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀଙ୍କୁ ହରାଇ ଚର୍ଚ୍ଚାରେ ଥିବା ଶଙ୍କର ସିଂ କିଏ?

ପାଟନା,୧୩।୭: ଶନିବାର ୭ ରାଜ୍ୟର ୧୩ ବିଧାନସଭା ଆସନରେ ଉପନିର୍ବାଚନ ଫଳାଫଳ ଆସିଛି। ଏଥିରେ ବିହାରର ରୁପୌଲି ଆସନର ଫଳାଫଳ ରାଜନୈତିକ ବିଶେଷଜ୍ଞଙ୍କୁ ଚକିତ କରିଛି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri