Posted inଖେଳ

ଉମର ଗୁଲ୍‌ଙ୍କ ଅବସର

କରାଚୀ, ୧୮ା୧୦ (ପି.ଟି.): ଚଳିତ ନ୍ୟାଶନାଲ ଟି୨୦ କପ୍‌ ପରେ ପାକିସ୍ତାନର ଭେଟେରାନ ପେସ୍‌ ବୋଲର ଉମର ଗୁଲ୍‌ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେବେ ବୋଲି ଶନିବାର ଘୋଷଣା କରିଛନ୍ତି। ଫଳରେ ତାଙ୍କ ୧୭ ବର୍ଷ ଅନ୍ତର୍ଜାତୀୟ କ୍ୟାରିୟରର ଅବସାନ ଘଟିଛି। ୩୬ବର୍ଷୀୟ ଗୁଲ୍‌ ପାକିସ୍ତାନ ପକ୍ଷରୁ ଶେଷଥର ପାଇଁ ଏକ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ ୨୦୧୬ରେ ଖେଳିଥିଲେ। ନ୍ୟାଶନାଲ ଟି୨୦ କପ୍‌ରେ ସେ ବେଲୁଚିସ୍ତାନ ଦଳ ତରଫରୁ ଖେଳୁଛନ୍ତି। ରବିବାର ଏହି ଟୁର୍ନାମେଣ୍ଟର ଉଦ୍‌ଯାପନ ହେବ। ଗୁଲ୍‌ଙ୍କ ଦଳ ରାଓ୍ବଲପିଣ୍ଡିରେ ଶୁକ୍ରବାର ସଦର୍ନ ପଞ୍ଜାବଠାରୁ ହାରିଯିବା ପରେ ସେମିଫାଇନାଲ ଦୌଡ଼ରୁ ଆପାତତ ବାଦ୍‌ ପଡ଼ିଛି। ପେଶାଓ୍ବରରେ ଜନ୍ମ ଗ୍ରହଣ କରିଥିବା ଗୁଲ୍‌ ୨୦୦୩ରେ ଏକ ଅନ୍ତର୍ଜାତୀୟ ଦିନିକିଆରେ ତାଙ୍କ ଅନ୍ତର୍ଜାତୀୟ ପଦାର୍ପଣ କରିଥିଲେ। ସେହିବର୍ଷ ସେ ପ୍ରଥମ ଟେଷ୍ଟ ଖେଳିଥିଲେ। ସେ ତାଙ୍କର ଅନ୍ତିମ ଟେଷ୍ଟ ୨୦୧୩ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିଥିଲେ। ଗୁଲ୍‌ ୪୭ ଟେଷ୍ଟ ମ୍ୟାଚ ଖେଳି ୩୪.୦୬ ଆଭରେଜରେ ୧୬୩ ଉଇକେଟ ନେଇଥିଲେ। ସେ୧୩୦ ଅନ୍ତର୍ଜାତୀୟ ଦିନିକିଆରେ ୧୭୯ ଉଇକେଟ ନେଇଛନ୍ତି। ଏହାଛଡ଼ା ୬୦ ଅନ୍ତର୍ଜାତୀୟ ଟି୨୦ରେ ସେ ୮୫ ଉଇକେଟ ମଧ୍ୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri